ନୂଆଦିଲ୍ଲୀ,୧୫।୧୧ : ଦିଲ୍ଲୀର ଗାଜିପୁରରେ ଏକ କାର ଭିତରେ ରକ୍ତ ଜୁଡୁବୁଡୁ ମୃତଦେହ ମିଳିଛି। ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଏହି ମୃତ ଶରୀରଟି ଜଣେ ଅଜଣା ପୁରୁଷଙ୍କର। ପୋଲିସ ଏବଂ ଫୋରେନସିକ ଟିମ ଏହି ଘଟଣାର ତଦନ୍ତରେ ବ୍ୟସ୍ତ ଅଛନ୍ତି। ମୃତଦେହ ଚିହ୍ନଟ ପାଇଁ ଉଦ୍ୟମ କରାଯାଉଛି।
ନୂଆଦିଲ୍ଲୀ,୧୫।୧୧ : ଦିଲ୍ଲୀର ଗାଜିପୁରରେ ଏକ କାର ଭିତରେ ରକ୍ତ ଜୁଡୁବୁଡୁ ମୃତଦେହ ମିଳିଛି। ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଏହି ମୃତ ଶରୀରଟି ଜଣେ ଅଜଣା ପୁରୁଷଙ୍କର। ପୋଲିସ ଏବଂ ଫୋରେନସିକ ଟିମ ଏହି ଘଟଣାର ତଦନ୍ତରେ ବ୍ୟସ୍ତ ଅଛନ୍ତି। ମୃତଦେହ ଚିହ୍ନଟ ପାଇଁ ଉଦ୍ୟମ କରାଯାଉଛି।
ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍ଡିଏ…
ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…
ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…
ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…
ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…
ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…
ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…
ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…