ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି। ଅବକାଶ ପୂଜା ଶେଷ ପରେ ମହାସ୍ନାନ ନୀତି ଆରମ୍ଭ ହେବ। ବଡ଼ ମହାସ୍ନାନ ନୀତି ଯୋଗୁଁ ବନ୍ଦ ରହିଛି ସାଧାରଣ ଦର୍ଶନ।ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି। ଅବକାଶ ପୂଜା ଶେଷ ପରେ ମହାସ୍ନାନ ନୀତି ଆରମ୍ଭ ହେବ। ବଡ଼ ମହାସ୍ନାନ ନୀତି ଯୋଗୁ ସାଧାରଣ ଦର୍ଶନ ବନ୍ଦ ରହିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେରଳରୁ ଭୁବନେଶ୍ୱର ଆସୁଥିଲା ତୀର୍ଥଯାତ୍ରୀ ବସ୍‌, ବାଟରେ ଓଲଟିପଡ଼ିଲା

ବାଲେଶ୍ୱର,୨୪ା୪(ବାଞ୍ଛାନିଧି ଦେ): ରାଜପଥରେ ଓଲଟିପଡ଼ିଲା ତୀର୍ଥଯାତ୍ରୀ ବସ୍‌। ଫଳରେ ୮ ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ଓଭରବ୍ରିଜ ପାଖରେ ଶୁକ୍ରବାର ରାସ୍ତାକଡ଼କୁ…

ସମୟ ପୂର୍ବରୁ କେରଳ ଛୁଇଁବ ମୌସୁମୀ, IMDର ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୪।୪: ଏପ୍ରିଲ ମାସରୁ ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଗରମ ଅନୁଭୂତ ହେଉଛି। ଫଳରେ, ଲୋକମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉତ୍ତର, ମଧ୍ୟ ଏବଂ ପୂର୍ବ…

ଇଟାଲୀ ପ୍ରଧାନମନ୍ତ୍ରୀଙ୍କ ନୂଆ ଲୁକ୍‌, ଜିତିଲେ ଭାରତୀୟଙ୍କ ଦିଲ୍‌

ରୋମ/ନୂଆଦିଲ୍ଲୀ,୨୪।୪: ଇଟାଲୀର ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ‘ଝୁମକା ମୁଭବେଣ୍ଟ’ ଶେୟାର କରିଛନ୍ତି। ମେଲୋନି ଲମ୍ବା, ଝୁଲନ୍ତା କାନଫୁଲ ପିନ୍ଧି…

କୋଟିଏ ଟଙ୍କାର ବ୍ୟାଙ୍କ୍‌ ବାଲାନ୍ସ, ସେୟାର-ବଣ୍ଡସ୍‌ରେ ଲକ୍ଷଲକ୍ଷ ନିବେଶ; ରାଘବ ଚଢାଙ୍କ ସମ୍ପତ୍ତି ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୪।୪: ଆମ ଆଦମୀ ପାର୍ଟି (ଏଏପି)ର ରାଜ୍ୟ ସଭା ଏମପି ରାଘବ ଚଢା ଆଜି ଏକ ସାମ୍ୱାଦିକ ସମ୍ମିଳନୀ କରି ଦଳରୁ ଇସ୍ତଫା ଦେବାର ଘୋଷଣା କରିଛନ୍ତି।…

ଖରାରେ ସିଝୁଛି ଓଡ଼ିଶା: ଝାରସୁଗୁଡ଼ାରେ ପାରଦ ୪୪ ଡିଗ୍ରୀ ପାର୍‌, ୨୬ରୁ ବଦଳିବ ପାଗ

ଭୁବନେଶ୍ୱର,୨୪ା୪: ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଓ ଗୁଳୁଗୁଳି ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଥିବା ବେଳେ ଖରାରେ ଭାଜି ହେଉଛି ପଶ୍ଚିମ…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଚାଷୀନେତା-ରାଜନେତା ଅଟକ: ଆଗୁଆ ଗିରଫ ପ୍ରତିବାଦରେ ଥାନାରେ ଆଗରେ ଅନଶନରେ ବସି…

ବଲାଙ୍ଗୀର,୨୪ା୪(ସୁନିଲ କୁମାର ମହାନ୍ତି): ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଲାଙ୍ଗୀର ଗସ୍ତ ପୂର୍ବରୁ ଜିଲାର ଏକାଧିକ ଚାଷୀନେତା ଓ ରାଜନେତାଙ୍କୁ ଆଗୁଆ ଗିରଫ କରାଯାଇଛି। ବଲାଙ୍ଗୀର…

ଏମିତି ବାହାନା କରି ବାପାଙ୍କ ଜନ୍ମଦିନରେ କେକ୍‌ ଖାଇଲେନି ପୁଅ ଅର୍ଜୁନ, ଦେଖନ୍ତୁ ଭିଡ଼ିଓ

ମୁମ୍ବାଇ,୨୪।୪: ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟସମ୍ୟାନଙ୍କ ମଧ୍ୟରେ ଗଣାଯାଉଥିବା ସଚିନ ତେନ୍ଦୁଲକର ଆଜି ତାଙ୍କର ୫୩ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ତାଙ୍କ ପୁଅଙ୍କ ବ୍ୟତୀତ ସମ୍ପୂର୍ଣ୍ଣ…

ପଶ୍ଚିମବଙ୍ଗରେ ୯୨.୮ ପ୍ରତିଶତ ଭୋଟ ଗ୍ରହଣ ପଛର ଗଣିତ ବୁଝନ୍ତୁ, ୯୦.୮ ପ୍ରତିଶତ ଜନତାଙ୍କ ନାମ ହଟିବା ପରେ ବଦଳିଗଲା ସମୀକରଣ

କୋଲକାତା,୨୪।୪: ବଙ୍ଗଳା ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୯୨.୮୯ ପ୍ରତିଶତ ଭୋଟର ମତଦାନ ରେକର୍ଡ କରାଯାଇଥିଲା – ଯାହା 2021 ତୁଳନାରେ ୧୦.୫ ପ୍ରତିଶତ ବୃଦ୍ଧି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri