ସ୍ନାନମଣ୍ଡପରେ ପଡ଼ିଲା ରକ୍ତଛିଟା

ପୁରୀ ଅଫିସ,୪ା୬: ରବିବାର ଶ୍ରୀଜିଉଙ୍କ ସ୍ନାନଯାତ୍ରା ଚାଲିଥିବା ବେଳେ ତିନି ତିନୋଟି ଅଘଟଣ ଘଟିଛି। ସକାଳେ ଜଣେ ଭକ୍ତ ମନ୍ଦିର ଭିତରେ ଦର୍ଶନ କରୁଥିବା ବେଳେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ସେହିପରି ଜଣେ ବିଦେଶୀ ବାଇଶି ପାହାଚକୁ ଚଢ଼ି ଯାଇଥିଲେ। ତୃତୀୟରେ ସ୍ନାନମଣ୍ଡପରେ ଶ୍ରୀଜିଉ ବିଦ୍ୟମାନ ହୋଇଥିବା ସମୟରେ ଜଣେ ସେବାୟତଙ୍କ ଗୋଡ଼ରୁ ରକ୍ତ ଝରି ସ୍ନାନ ମଣ୍ଡପରେ ପଡ଼ିଥିଲା। ଫଳରେ ମହାସ୍ନାନ ନୀତି ହେବ। ଏହା ପରେ ଛେରାପହଁରା କରାଯିବ। ହାତୀବେଶ ନୀତି ଅପରାହ୍ନ ୨.୪୦ରେ ସମ୍ପନ୍ନ ହେବା କଥା। ମାତ୍ର ଏପରି ଅଘଟଣ ଯୋଗୁ ଏହା ଦୁଇଘଣ୍ଟା ବିଳମ୍ବ ହେବ ବୋଲି ସୂଚନାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରୀ ସ୍ତ୍ରୀ, ୧ ବିଲିୟନ ଡଲାର

କାମ୍ପାଲା,୧୩ା୪: ଉଗାଣ୍ଡା ସେନାମୁଖ୍ୟ ଜେନେରାଲ ମୁହୁଜି କେଇନେରୁଗାବା ତୁର୍କୀ ନିକଟରେ ୨ଟି ବିଚିତ୍ର ଦାବି କରିଛନ୍ତି। ତାଙ୍କର ପ୍ରଥମ ଦାବି ହେଲା ସୋମାଲିଆର ଆତଙ୍କବାଦୀଙ୍କ ବିରୋଧରେ ଦୀର୍ଘବର୍ଷ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri