Posted inଜାତୀୟ

ଅତିକଙ୍କ କାର୍ଯ୍ୟାଳୟରେ ପଡିଛି ରକ୍ତ ଛିଟା, ଛୁରୀ, ପୋଲିସର ତଦନ୍ତ ଆରମ୍ଭ

ଲକ୍ଷ୍ନୌ,୨୪।୪: ପ୍ରୟାଗରାଜରେ ମାଫିଆ ଅତିକ ଅହମ୍ମଦଙ୍କ କାର୍ଯ୍ୟାଳୟରେ ପୋଲିସ ପହଞ୍ଚି ଯାଞ୍ଚ କରିଛି। ଯାଞ୍ଚ ବେଳେ ପୋଲିସ କାର୍ଯ୍ୟାଳୟର ସ୍ଥାନେ ସ୍ଥାନେ ରକ୍ତ ଛିଟା ଏବଂ ଛୁରୀ ପଡିଥିବା ଦେଖିବାକୁ ମିଳିଛି। ପ୍ରୟାଗରାଜର ଏସିପି ସତ୍ୟେନ୍ଦ୍ର ପ୍ରସାଦ ତିୱାରୀ କହିଛନ୍ତି, ଅତିକଙ୍କ କାର୍ଯ୍ୟାଳୟ ଯାଞ୍ଚ କରିବା ସମୟରେ ସିଡ଼ି ନିକଟରେ ରକ୍ତ ଦାଗ ଏବଂ ଛୁରୀ ମିଳିଛି। ଆମେ ବର୍ତ୍ତମାନ ଏହାର ଅନୁସନ୍ଧାନ କରୁଛୁ। ରକ୍ତ ଦାଗର ଯାଞ୍ଚ ପାଇଁ ଫରେନସିକ ବିଶେଷଜ୍ଞଙ୍କ ଏକ ଟିମ୍‌ ମଧ୍ୟ ଡକାଯାଇଛି।

ଅତିକଙ୍କ ହତ୍ୟା ସଂପର୍କରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତିନି ଜଣିଆ ନ୍ୟାୟିକ କମିଶନ ଗଠନ କରିଛନ୍ତି। ଏହି ଆୟୋଗରେ ଆହ୍ଲାବାଦ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରବିନ୍ଦ କୁମାର ତ୍ରିପାଠୀ, ପୂର୍ବତନ ରାଜ୍ୟ ଡିଜିପି ସୁବେଶ କୁମାର ସିଂ ଏବଂ ଅବସରପ୍ରାପ୍ତ ବିଚାରପତି ବ୍ରିଜେଶ କୁମାର ସୋନି ଅଛନ୍ତି। ଆୟୋଗ ୨ ଦୁଇ ମାସ ମଧ୍ୟରେ ରିପୋର୍ଟ ଉପସ୍ଥାପନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri