ଶ୍ରୀମନ୍ଦିରରେ ରକ୍ତଛିଟା, ୨ଥର ମହାସ୍ନାନ

ପୁରୀ ଅଫିସ,୭।୩: କିଛିଦିନର ବ୍ୟବଧାନ ପରେ ଶ୍ରୀମନ୍ଦିରରେ ପୁଣି ରକ୍ତଛିଟା ଓ ବାନ୍ତି ପଡ଼ିଥିଲା। ଫଳରେ ନୀତି ବିଳମ୍ବ ସହ ମହାପ୍ରଭୁଙ୍କୁ ୨ ଥର ମହାସ୍ନାନ କରାଯାଇଛି। ଶନିବାର ପ୍ରଥମେ ଧୁକୁଡ଼ି ଦ୍ୱାର (ଭିତରକାଠ ଓ ବେହରଣ ନିକଟରେ) ରକ୍ତଛିଟା ପଡ଼ିଥିବା ଦେଖାଯାଇଥିଲା। ଫଳରେ ସକାଳ ନୀତିକାନ୍ତିରେ ସାମାନ୍ୟ ବିଳମ୍ବ ହୋଇଥିଲା। ଏହାପରେ ମହାସ୍ନାନ ନୀତି ସମ୍ପନ୍ନ ହେବା ପରେ ପୁଣି ସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା। ତେବେ ରକ୍ତଛିଟା କେଉଁଠାରୁ ଆସିଲା ସେନେଇ କୌଣସି ସୂଚନା ମିଳିପାରି ନାହିଁ। ମହାପ୍ରଭୁଙ୍କ ଅବକାଶ ନୀତି ସମୟରେ ସେବାୟତମାନେ ରକ୍ତ ଛିଟା ପଡ଼ିଥିବାର ଦେଖିବା ପରେ ଅବକାଶ ନୀତିକୁ ବନ୍ଦ କରିଥିଲେ। ଏହାପରେ ମହାସ୍ନାନ ନୀତି ବଢ଼ି ୮ଟା ୪୫ ମିନିଟରେ ଶେଷ ହୋଇଥିଲା। ମହାସ୍ନାନ ନୀତି ସମୟରେ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଥିଲା। ଏହାପରେ ମହାପ୍ରଭୁଙ୍କ ସକାଳ ଧୂପ ସରି ପାଣି ପଡ଼ିସାରିବା ପରେ ଜଗମୋହନ ମଧ୍ୟରେ ଜଣେ ଶ୍ରଦ୍ଧାଳୁ ବାନ୍ତି କରିଥିଲେ। ଏଣୁ ପୁଣି ଥରେ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ବଡ ମହାସ୍ନାନ ପୂଜା ଅପରାହ୍ନ ୨ଟା ୪୫ ମିନିଟ୍‌ରେ ଶେଷ ହୋଇଛି। ମଧ୍ୟାହ୍ନ ଧୂପ ବିଳମ୍ବରେ ଅର୍ଥାତ୍‌ ୫ଟା ୪୫ ମିନିଟ୍‌ରେ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri