ବ୍ରିଜ୍‌ ଉପରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବରଗଡ଼ ଅଫିସ,୨୯ା୭: ବରଗଡ଼ ଟାଉନ ଥାନା ଅନ୍ତର୍ଗତ କୁରୁଆଁ ବ୍ରିଜ ଉପରେ ଗୁରୁବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ମୃତକଙ୍କ ପରିଚୟ ମିଳି ପାରିନାହିଁ। ତେବେ ସେ ଭେଡେନ ଥାନା ଥୁଆପାଲି ଅଞ୍ଚଳର ମୂଳ ବାସିନ୍ଦା ଏବଂ ବରଗଡ଼ରେ ରହୁଥିବା ସାଧାରଣରେ ଆଲୋଚନା ହେଉଛି। ସେହିପରି ମେଣ୍ଢାଚୋରିକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ଚର୍ଚ୍ଚା ହେଉଛି। ଘଟଣାସ୍ଥଳରେ ଏକ ବାଇକ୍‌ ଥିବାବେଳେ ସେହି ବାଇକଟି ମୃତକଙ୍କ ଜଣେ ସମ୍ପର୍କୀୟଙ୍କ ବୋଲି ଲୋକେ କହୁଛନ୍ତି। ଗତ କିଛିଦିନ ହେଲା, କୁରୁଆଁ ଗ୍ରାମରୁ ମେଣ୍ଢାଚୋରି ହୋଇ ଆସୁଥିଲା ଏବଂ ଏହାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ବରଗଡ଼ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବାପପୁଅଙ୍କୁ ଥାନାକୁ ଆଣି ଘଟଣା ସମ୍ପର୍କରେ ଅଧିକ ପଚରାଉଚରା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରୁ ଆଉ ଜଣେ ପଜିଟିଭ୍‌ ଚିହ୍ନଟ, ୮୬ରେ ପହଞ୍ଚିଲା ମୋଟ ଆକ୍ରାନ୍ତ ସଂଖ୍ୟା

ପୁରୀ ଅଫିସ,୨୯।୫: ପୁରୀ ଜିଲାରୁ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୮୬ରେ...

ଝାରସୁଗୁଡ଼ାରେ କରୋନା କଟକଣା ମାନୁନାହାନ୍ତି ଲୋକେ: ସଚେତନ ନ କରାଇ ଜରିମାନା ଆଦାୟରେ ମାତିଛି ପୋଲିସ

ଝାରସୁଗୁଡ଼ା ଅଫିସ,୨୨।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ ଜାରିରହିଛି। କିଛି ସ୍ଥାନରେ ଗତ ୨୦ ତାରିଖରୁ ଲକ୍‌ଡାଉନ କଟକଣା କୋହଳ କରାଯାଇଛି।...

ବଢୁଛି ଗମେଇ ନଦୀ ଜଳସ୍ତର

ବାସୁଦେବପୁର, ୫ା୮(ନାରାୟଣ ପ୍ରସାଦ ବାରିକ୍‌): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାସୁଦେବପୁର ବ୍ଲକର ଗମେଈ, କାଂଶବାଂଶ, କଞ୍ଚୁଡ଼ି, ନୂଆନଦୀ ସମେତ ମନ୍ତେଇ ନଦୀର ଜଳସ୍ତର...

ଶାଶୁଘର ଚାଲିଯିବେ ପଞ୍ଚଠାକୁରାଣୀ

ପୁରୁଷୋତ୍ତମପୁର,୩୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଦ୍ୱିବାର୍ଷିକ ଠାକୁରାଣୀ ଯାତ୍ରା ମଙ୍ଗଳବାର ଶେଷ ହେଉଛି। ଏହି ଯାତ୍ରା ଗତ ୩ ତାରିଖଠାରୁ ଆରମ୍ଭ ହୋଇଥିଲା। ମା ପଞ୍ଚଠାକୁରାଣୀ...

ଅଗ୍ନିଶମ ବିଭାଗ, ହୋମଗାର୍ଡର ଏଡିଜିପି ଭାବେ ଦାୟିତ୍ୱ ଗ୍ରହଣକଲେ ଡ. ସୌମ୍ୟା ମିଶ୍ର

କଟକ ଅଫିସ,୩୦।୬: ଅଗ୍ନିଶମ ବିଭାଗ ଏବଂ ହୋମଗାର୍ଡର ଏଡିଜିପି ଭାବେ ବରିଷ୍ଠ ଆଇପିଏସ୍‌ ଅଫିସର ଡ. ସୌମ୍ୟା ମିଶ୍ର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଅଗ୍ନିଶମ...

ପୂଜା ଭୋଗ ଖାଇ ୪୦ରୁ ଊର୍ଦ୍ଧ୍ୱ ଅସୁସ୍ଥ: ଡାକ୍ତରଖାନାରେ ଭର୍ତ୍ତି

ବସ୍ତା, ୬। ୩(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ରଘୁନାଥପୁର ପଞ୍ଚାୟତ ଗିଲାଯୋଡି ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ଭଗବତୀ ପୂଜାର ପ୍ରସାଦ ଖାଇ...

ପାଟଣା ବ୍ଲକର ପ୍ରଥମ କରୋନା ଆକ୍ରାନ୍ତ ୧୮ ବର୍ଷର ଯୁବକ

ପାଟଣା,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତର ଜଣେ ୧୮ ବର୍ଷୀୟ ଯୁବକ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଏନେଇ ମଙ୍ଗଳବାର ରାଜ୍ୟ ସୂଚନା...

ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ପାଟଣା ବନ୍ଦ

ପାଟଣା,୧୫।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ପଦବୀ ପୂରଣ ନେଇ ୧୨ ଘଣ୍ଟିଆ ପାଟଣା ବନ୍ଦ ଡାକରା ଦିଆଯାଇଛି। ଆନ୍ଦୋଳନକାରୀମାନେ ସୋମବାର ସକାଳ...

Advertisement
Archives

Model This Week