ରକ୍ତାକ୍ତ ସଂଘର୍ଷ, ୬୦୦ ତାଲିବାନୀ ନିହତ, ୧୦୦୦ରୁ ଅଧିକଙ୍କ ଆତ୍ମସମର୍ପଣ…

କାବୁଲ,୫।୯: ଆଫଗାନିସ୍ତାନର ପଞ୍ଜଶିରରେ ନର୍ଦନ ଆଲାଏନ୍ସ୍‌ ଏବଂ ତାଲିବାନ ଆତଙ୍କବାଦୀଙ୍କ ମଧ୍ୟରେ ଭୟଙ୍କର ରକ୍ତାକ୍ତ ସଂଘର୍ଷ ଜାରି ରହିଛି। କ୍ଷମତା ଦଖଲ ନେଇ ପଞ୍ଜଶିର ଏବେ ରକ୍ତରେ ଲାଲ ହୋଇଯାଇଛି। ପଞ୍ଜଶିରର ଉତ୍ତର-ପୂର୍ବ ଅଞ୍ଚଳରେ ୬୦୦ ତାଲିବାନୀଙ୍କ ମୃତ୍ୟୁ ଘଟିଛି।

ସେହିପରି ୧୦୦୦ରୁ ଅଧିକ ତାଲିବାନ ଆତଙ୍କବାଦୀ ଆତ୍ମସମର୍ପଣ କରିଥିବା ନର୍ଦନ ଆଲାଏନ୍ସ୍‌ର ପ୍ରବକ୍ତା ଫହିମ୍‌ ଦାସ୍ତି ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତେବେ ତାଲିବାନ ପକ୍ଷରୁ ଦାବି କରାଯାଇଛି ଯେ, ପଞ୍ଜଶିରର ୭ ଜିଲାରୁ ୪କୁ ଦଖଲ କରାଯାଇଛି।

ମାତ୍ର ଏହାକୁ ନର୍ଦନ ଆଲାଏନ୍ସ୍‌ ମୁଖ୍ୟ ଅମରୁଲା ସାଲେହ ଖଣ୍ଡନ କରିଛନ୍ତି। ସେ କହିଛନ୍ତି ପଞ୍ଜଶିରରେ ଇଣ୍ଟରନେଟ୍‌ ସେବା, ଫୋନ୍‌ ତଥା ବିଦ୍ୟୁତ୍‌ ସରବରାହ ଜାରି ରହିଛି। ଏକ କଠିନ ସ୍ଥିତି ସୃଷ୍ଟି ହୋଇଛି। ତେବେ ନର୍ଦନ ଆଲାଏନ୍ସ୍‌ ନେତା ଆତଙ୍କବାଦୀ ସଂଗଠନ ସମ୍ମୁଖରେ ଆତ୍ମସମର୍ପଣ କରିବେ ନାହିଁ ବୋଲି ସାଲେହ କହିଛନ୍ତି। ଉଭୟ ପକ୍ଷରୁ ବହୁ ଲୋକ ମୃତାହତ ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri