ରକ୍ତରଞ୍ଜିତ ରାଜରାସ୍ତା: ବସ ଧକ୍କାରେ ଚାଲିଗଲା ୧୬ ଗୋରୁଙ୍କ ଜୀବନ

ପରଜଙ୍ଗ,୨୯।୮(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ନଂ ଜାତୀୟ ରାଜପଥର ବାରିହାପୁର ଗାଁ ଛକ ନିକଟରେ ବୁଧବାର ରାତି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ଶୋଇଥିବା ଗୋରୁପଲଙ୍କ ଉପରେ ଏକ ନାଇଟ କୋଚ ବସ ଚଢ଼ିଯିବାରୁ ଦୁର୍ଘଟଣାରେ ୧୬ ଗୋରୁ ମୃତ ହୋଇଥିବା ବେଳେ ୪ ଗୋରୁ ଗୁରୁତର ହୋଇଛନ୍ତି। ଉକ୍ତ ରାସ୍ତାଟି ସମ୍ପୂର୍ଣ୍ଣ ରକ୍ତ ରଞ୍ଜିତ ହୋଇଯାଇଛି। ଦୁର୍ଘଟଣା ଘଟାଇ ବସଟି ସେଠାରୁ ପଳାଇଥିବା କିଛି ପ୍ରତ୍ୟକ୍ଷଦର୍ଶି ଦେଖିଥିବା କହିଛନ୍ତି। ଏହିଭଳି ପୂର୍ବରୁ ମଧ୍ୟ ବାରିହାପୂର୍‌, ମୁଣ୍ଡେଇଲୋ, ଖାଇରାମୁଣ୍ଡା ଅଞ୍ଚଳରେ ଦୁର୍ଘଟଣାରେ ୫୦ରୁ ଉର୍ଦ୍ଧ୍ୱ ଗୋରୁଙ୍କ ପ୍ରାଣ ଯାଇଥିବା ନଜିର ରହିଛି। ତଥାପି ଗୋରୁ ମାଲିକମାନେ ଗୋରୁଗୁଡ଼ିକୁ ରାତିରେ ଗୁହାଳେ ନ ବାନ୍ଧି ଏଭଳି ଢିଲା ଛାଡୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ଫସିଲା ପିକ୍‌ଅପ୍‌, ଯାତାୟାତରେ ସମସ୍ୟା

ପଟ୍ଟାଙ୍ଗି,୯ା୯(ଶରତ ଧଳ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ରାସ୍ତାଘାଟଠାରୁ ଆରମ୍ଭ କରି ଚାଷଜମିରେ ପାଣି...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ଭଦ୍ରକ,୯ା୯(ସନାତନ ରାଉତ): ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏକ...

ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ

କଟକ,୯ା୯: କଟକ ସିଡିଏ ସେକ୍ଟର-୯ସ୍ଥିତ ବନ୍ଦ ଘରୁ ସୋମବାର ଜଣେ ଅଧ୍ୟାପିକାଙ୍କ ମୃତଦେହ ଜବତ କରାଯାଇଛି। ମୃତ ଅଧ୍ୟାପିକା ଜଣକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟ...

ପ୍ରବଳ ବର୍ଷା: ବାହ୍ୟ ଜଗତରୁ ବିଚ୍ଛିନ୍ନ ମାଲକାନଗିରି

ମାଲକାନଗିରି,୯ା୯(ଦୁର୍ଯ୍ୟୋଧନ ପାତ୍ର): ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି।...

ଆଜିଠାରୁ ଭିତରକନିକାରେ ଦେଶୀ ପକ୍ଷୀ ଗଣନା

ରାଜନଗର,୯ା୯(ଭାସ୍କର ରାଉତରାୟ): ଭିତରକନିକାରେ ଦେଶୀୟ ପକ୍ଷୀ ଭିଡ଼ ଜମାଇଛନ୍ତି। ଏମାନଙ୍କ ଗଣନା ସୋମବାରଠାରୁ ଆରମ୍ଭ ହେବ। କନିକା ରେଞ୍ଜ ଅଧୀନ ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦଡ଼ିଆ ଓ ମଠଆଡ଼ିଆ...

ମୂଲ୍ୟବାନ ସରକାରୀ ଜମିକୁ ମାଡ଼ି ବସିଛନ୍ତି ମାଫିଆ, ୫ ଏକର ଜମିରେ…

କଳିଙ୍ଗନଗର,୯ା୯(ଶୁଭାଶିଷ ରାଉତ): ଯାଜପୁର ଜିଲାର ଦାନଗଦି ତହସିଲ ଅଞ୍ଚଳରେ ବହୁସଂଖ୍ୟକ ଭୂମିହୀନ ଖଣ୍ଡେ ବାସଗୃହ ନିର୍ମାଣ କରିବାକୁ ଜମି ପାଉନାହାନ୍ତି। ସେମାନେ ଏକ ଗୁଣ୍ଠ ଜମି...

୭ ମାସ ଧରି ୭ ଯୁବକ କରୁଥିଲେ ଗଣବଳାତ୍କାର: ରାତିଅଧରେ ଆସି ଯୁବତୀଙ୍କୁ ଛାତକୁ ଟେକି ନେଉଥିଲେ, ପରେ…

ଢେଙ୍କାନାଳ, ୯।୯: ଜଣେ ଯୁବତୀଙ୍କୁ ବଳାତ୍କାର ମାମଲାରେ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି।...

ନୀଳରକ୍ତ କଙ୍କଡ଼ା ଜିଓ ଟ୍ୟାଗିଙ୍ଗ୍‌ ପାଇଁ ଅନୁମତି

ମହାକାଳପଡ଼ା,୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଓ ଭିତରକନିକା ନଦୀ ଅବବାହିକା ଅଞ୍ଚଳରେ ବହୁସଂଖ୍ୟାରେ ବିରଳ ପ୍ରଜାତିର ସାମୁଦ୍ରିକ ନୀଳରକ୍ତ କଙ୍କଡ଼ା ବା ହର୍ସୁକ୍ରାବ୍‌ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri