Posted inଫୁରସତ

ନାକରେ ବେଲୁନ ଫୁଙ୍କି କଲେ ରେକର୍ଡ

ସବୁ ମଣିଷ ପାଖରେ ଇଶ୍ୱରପ୍ରଦତ କିଛି ସ୍ବତନ୍ତ୍ର ପ୍ରତିଭା ଥାଏ। ସେଇ ପ୍ରତିଭାକୁ ଚିହ୍ନିପାରି ତାକୁ ଠିକ୍‌ ଭାବେ ସଦୁପଯୋଗ କରିପାରିଲେ ସଫଳତା ନିଶ୍ଚୟ ମିଳେ। ତେବେ କେତେକଙ୍କ ପାଖରେ କିଛି ଅଜବ ପ୍ରତିଭା ବି ଥାଏ। ଯେମିତିକି ଇଦାହେରେ ରହୁଥିବା ଡେଭିଡ ରସ୍‌ଙ୍କର ଅଛି ବେଲୁନ ଫୁଲାଇବାର ଏକ ଖାସ୍‌ ପ୍ରତିଭା। ସେ ଅନ୍ୟମାନଙ୍କ ପରି ପାଟିରେ ଫୁଙ୍କି ବେଲୁନ ଫୁଲାଇ ନ ଥାନ୍ତି। ବରଂ ନିଜ ନାକରେ ଫୁଙ୍କି ବେଲୁନ ଫୁଲାନ୍ତି। ଏଇ ପ୍ରତିଭା ଲାଗି ତାଙ୍କ ନାମ ଗିନିଜ ଓ୍ବାର୍ଲଡ ରେକର୍ଡସ୍‌ରେ ବି ସ୍ଥାନ ପାଇଛି। ସେ ନାକ ପବନରେ ୧ ମିନିଟ୍‌ରେ ୧୦ଟି ବେଲୁନ୍‌ ଫୁଲାଇ ତାକୁ ସମୟସୀମା ଭିତରେ ବାନ୍ଧି ଏହି ରେକର୍ଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri