ମୋଇଜ୍ଜୁଙ୍କୁ ବଡ ଝଟ୍‌କା: ମେୟର ନିର୍ବାଚନରେ ଶାସକ ଦଳ ପରାଜିତ

ମାଲେ,୧୪।୧: ଭାର-ମାଳଦ୍ବୀପ ବିବାଦ ମଧ୍ୟରେ ମାଳଦ୍ୱୀପ ରାଷ୍ଟ୍ରପତିଙ୍କୁ ମିଳିଛି ବଡ ଝଟକା । ରାଜଧାନୀ ମାଲେ ମେୟର ନିର୍ବାଚନରେ ମହମ୍ମଦ ମୋଇଜ୍ଜୁଙ୍କ ପାର୍ଟିକୁ ବଡ ପରାଜୟ ମିଳିଛି। ନିର୍ବାଚନରେ ଭାରତ ସମର୍ଥିତ ଦଳ ମାଳଦ୍ୱୀପୟାନ ଡେମୋକ୍ରାଟିକ ପାର୍ଟି ବା ଏମଡିପିକୁ ପ୍ରଚଣ୍ଡ ବହୁମତ ମିଳିଛି ।
ଏମଡିପି ପ୍ରାର୍ଥୀ ଆଦମ ଆଜିମ ମାଲେର ନୂଆ ମେୟର ଭାବେ ନିର୍ବାଚିତ ହୋଇଛନ୍ତି। ଆଦମ, ମୋଇଜ୍ଜୁଙ୍କ ଦଳ ପିପୁଲ୍ସ ନ୍ୟାଶନାଲ କଂଗ୍ରେସର ନେତା ଐଶିଆଥ ଆଜିମା ଶକୁରଙ୍କୁ ହରାଇଛନ୍ତି । ମାଳଦ୍ବୀପ ମିଡିଆ ଆଜିମଙ୍କ ବିଜୟକୁ ବଡ ବିଜୟଭାବେ ନାମିତ କରିଛି ।

ସୂଚନାଥାଉ କି, ମୋଇଜ୍ଜୁ ରାଷ୍ଟ୍ରପତି ହେବା ପୂର୍ବରୁ ଏଠାରେ ମେୟର ଥିଲେ । ରାଷ୍ଟ୍ରପତି ନିର୍ବାଚନ ଲଢିବା ପାଇଁ ସେ ଏଠାରୁ ଇସ୍ତଫା ଦେଇଥିଲେ। ନିର୍ବାଚନରେ ସେ ଭାରତ ସମର୍ଥିତ ଏମଡିପି ନେତା ମହମ୍ମଦ ସୋଲିହଙ୍କୁ ପରାସ୍ତ କରିଥିଲେ ।

ସୂଚନାଯୋଗ୍ୟ, ମାଲେ ମେୟର ନିର୍ବାଚନରେ ମୋଟ ୪୧ଟି ବାଲାଟ ବକ୍ସର ଗଣତି ହୋଇଥିଲା। ଏଥିରେ ଆଜିମ ୫,୩୦୩ ଅଧିକ ଭୋଟ ପାଇ ପ୍ରଚଣ୍ଡ ବିଜୟ ହାସଲ କରିଛନ୍ତି । ସେହିପରି ଐଶିଆଥ ଆଜିମାଙ୍କୁ ମାତ୍ର ୩, ୩୦୧ ଭୋଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri