ପୁରୀର ଗୋଲ୍ଡେନ୍‌ ବିଚ୍‌କୁ ବ୍ଲୁ ଫ୍ଲାଗ୍‌ ମାନ୍ୟତା

ପୁରୀ ଅଫିସ,୧୧।୧୦: ପୁରୀ ବେଳାଭୂମିକୁ ମିଳିଛି ଅନ୍ତର୍ଜାତୀୟ ସଫଳତା। ବହୁ ପ୍ରତୀକ୍ଷିତ ବ୍ଲୁ ଫ୍ଲାଗ୍‌ ମାନ୍ୟତା ପାଇଛି ପୁରୀର ଗୋଲ୍ଡେନ୍‌ ବିଚ୍‌ । ଡେନ୍‌ମାର୍କର ଫି’ ସଂସ୍ଥା ପକ୍ଷରୁ ଏହି ମାନ୍ୟତା ମିଳିଛି। ଦିଗବାରିଣୀ ଖୁଣ୍ଟିଠାରୁ ମେ ଫାୟାର ହୋଟେଲ୍‌ ପର୍ଯ୍ୟନ୍ତ ବେଳାଭୂମିକୁ ଏହି ମାନ୍ୟତା ମିଳିଥିବା ଜିଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହା ଦ୍ୱାରା ଆଗାମୀ ଦିନରେ ପୁରୀକୁ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ। ଏଠାରେ ଥିବା ଅତ୍ୟାଧୁନିକ ସେବା ସୁବିଧା ପର୍ଯ୍ୟଟକଙ୍କ ପାଇଁ ଉପଲବ୍ଧ ହେବ। ଏହା କେବଳ ପୁରୀ ପାଇଁ ନୁହେଁ ସମଗ୍ର ରାଜ୍ୟ ପାଇଁ ଗୌରବ ବୋଲି ଜିଲାପାଳ ବଲଓ୍ବନ୍ତ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri