ଭୁବନେଶ୍ୱରର ବ୍ଳୁ ହୁଇଲ୍‌ ହସ୍ପିଟାଲ୍‌ ସିଲ୍‌

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜଧାନୀ ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବ୍ଲୁ ହୁଇଲ୍‌ ହସ୍ପିଟାଲକୁ ବୁଧବାର ସିଲ୍‌ କରିଦିଆଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ହସ୍ପିଟାଲକୁ ବିଏମ୍‌ସି ପକ୍ଷରୁ ସିଲ୍‌ କରିଦିଆଯାଇଛି। ଏଥିସହ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଥିବା ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ମଙ୍ଗଳବାର ହସ୍ପିଟାଲ୍‌ରୁ ୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାକୁ ନେଇ ବିଏମ୍‌ସି ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା

ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri