ରାଜଧାନୀରେ ୬୭ଟି ୱାର୍ଡ ପାଇଁ ୭୦୫ଟି ମତଦାନ କେନ୍ଦ୍ର

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆସନ୍ତା ୨୪ରେ ପୌର ନିର୍ବାଚନ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ବାଚନ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜଧାନୀରେ ୬୭ଟି ୱାର୍ଡରେ ମୋଟ ୭୦୫ଟି ବୁଥ୍‌ ବ୍ୟବସ୍ଥା କରାଯାଇଛି। ଏହି ସବୁ ବୁଥ୍‌ରେ ୭୦୫ ଜଣ ପ୍ରିଜାଇଡିଂ ଅଫିସର ରହିବେ । ସେପଟେ ୧୦ ପ୍ରତିଶତ ପ୍ରିଜାଇଡିଂ ଅଫିସରଙ୍କୁ ରିଜର୍ଭ ରଖାଯାଇଛି। ସୁରୁଖୁରୁ ପରିଚାଳନା ପାଇଁ ୫ଟି ଆଦର୍ଶ ମତଦାନ କେନ୍ଦ୍ର କରାଯାଇଛି ।

ଏହି ସବୁ ବୁଥରେ ପାଣି, ଶୌଚାଳୟ ବ୍ୟବସ୍ଥା କରାଯିବ । ଦିବ୍ୟାଙ୍ଗ ପାଇଁ ସ୍ବତନ୍ତ୍ର ହୁଇଲ ଚେୟାର ବ୍ୟବସ୍ଥା କରାଯିବ । ସେହିପରି ରାଜଧାନୀରେ ୫ଟି ପିଙ୍କ ବୁଥ କରାଯିବ। ସେହିପରି ରାଜଧାନୀରେ ଥିବା ଅତି ସମ୍ବେଦନଶୀଳ ବୁଥରେ ଜଣେ ଏଏସଆଇ ର଼୍ୟାଙ୍କର ଅଧିକାରୀଙ୍କୁ ନିୟୋଜିତ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri