BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ମେୟର ସୁଲୋଚନାଙ୍କ ସମେତ ବିଜେଡି ନେତାଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୩୦।୬:BMC ଅଫିସ୍‌ରେ ପଶି ଆକ୍ରମଣ ଘଟଣାରେ ଆନ୍ଦୋଳନ କରୁଥିବା ବିଜେଡି ନେତାଙ୍କୁ ପୋଲିସ ଉଠାଇ ନେଇଛି। BMC ମେୟର ସୁଲୋଚନାଦାସଙ୍କ ସମେତ ଅନ୍ୟମାନଙ୍କୁ ଉଠାଇ ନେଇଥିବା ସୂଚନା ମିଳିଛି। ଅଶୋକ ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି।

ତେବେ ଏହି ଘଟଣାରେ ୩ ଜଣଙ୍କୁ ଗିରଫ ସତ୍ତ୍ବେ ମଧ୍ୟ ଅବରୋଧ ହଟିନାହିଁ। ଘଟଣାସ୍ଥଳରେ ପହଞ୍ଚିଲେ ୫ରୁ ଅଧିକ ବରିଷ୍ଠ ବିଜେଡି ନେତା ପହଞ୍ଚିଛନ୍ତି। ଘଟଣାସ୍ଥଳରେ ଅଶୋକ ପଣ୍ଡା, ଅରୁଣ ସାହୁ, ଅତନୁ ନାୟକ ସଞ୍ଜୟ ଦାସବର୍ମା ଓ ଅନନ୍ତ ନାରାୟଣ ଜେନାପହଞ୍ଚିଥିଲେ। ୩ ଜଣଙ୍କୁ ଗିରଫ ପରେ ବି ଅବରୋଧ ହଟୁ ନଥିବାରୁ ଲୋକେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି।

 

Video: ଭୁବନେଶ୍ୱର ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ କଲେ ଦୁର୍ବୁତ୍ତ, ଭିଡିଓ ଭାଇରାଲ

 


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହତ୍ୟା କଲେ ଜନ୍ମ କଲା ପୁଅ, ଟଙ୍କା ଦେବାକୁ ମନା କରିବାରୁ…

ମୋରଡା,୨୯।୧(ସ୍ମାରକ ମାଜୀ): ମା’ର ହତ୍ୟାକାରୀ ସାଜିଲା ପୁଅ। ଯେଉଁ ପୁଅକୁ ନିଜ ହାତରେ ଖୁଆଇ ପିଆଇ ବଡ଼ କରିଥିଲେ ସେହି ପୁଅ ମା’ର କାଳ ସାଜିଲା। ଏଭଳି…

ସରକାରୀ ବିଭାଗରେ ୩କୋଟିରୁ ଉର୍ଦ୍ଧ୍ବ ବିଦ୍ୟୁତ ବିଲ୍ ବକେୟା, ପଦକ୍ଷେପ…

ରାୟଗଡ଼ା,୨୯।୧:(ଆଶିଷ ରଞ୍ଜନ ପଣ୍ଡା): ସାଧାରଣ ମଧ୍ୟବିତ ଲୋକ ଘରେ ସ୍ମାର୍ଟ ମିଟର ଲଗାଇ ଦୁଇରୁ ତିନି ମାସ ଅଧିକା ସମୟ ବିଲ୍ ବକେୟା ରହିଲେ ବିଦ୍ୟୁତ ବିଭାଗ…

ଏହି ୩ IASଙ୍କୁ ମିଳିବ ଏସିଏସ୍‌ ପାହ୍ୟା: ଖୁବ୍‌ଶୀଘ୍ର IAS ସ୍ତରରେ ହେବ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୨୯ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୩ ଜଣ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀଙ୍କୁ ଖୁବ୍‌ଶୀଘ୍ର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ପାହ୍ୟା ମିଳିବ। ଏନେଇ ରାଜ୍ୟ…

କଳିକେଶଙ୍କ ହାତରେ ଦିଆଯାଉ ବିଜେଡି ନେତୃତ୍ୱ: ଜୋର୍‌ ଧରିଲା ଦାବି

ଭୁବନେଶ୍ୱର,୨୯।୧: ବିଜୁ ଜନତା ଦଳ(ବିଜେଡି) ୨୦୦୦ ମସିହାରୁ ଲଗାତାର ୨୦୨୪ ମସିହା ପର୍ଯ୍ୟନ୍ତ ସରକାରରେ ରହି ଆସିଥିଲା। ହେଲେ ୨୪ ବର୍ଷର ସରକାର ଗତ ସାଧାରଣ ନିର୍ବାଚନରେ…

ଟିଭି ଦେଖୁଥିଲେ ମା’, ଆସିଲା ପୁଅ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର: ଆଉ ତା’ପରେ ପରିବାର ଲୋକେ ନେଲେ ଏମିତି ପଦକ୍ଷେପ

ପୁଣେ,୨୯।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପୂର୍ବରୁ, ତାଙ୍କ ମାଆ ଆଶାତାଇ ଏକ ମରାଠୀ ନ୍ୟୁଜ ଚ୍ୟାନେଲରେ ଖବର ଦେଖୁଥିଲେ। ଯେତେବେଳେ ଅଜିତ…

ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri