କରୋନାରେ ବିଏମ୍‌ସିର ମୁଖ୍ୟ କିରାଣିଙ୍କ ମୃତ୍ୟୁ: ୧୪ ଦିନ ପାଇଁ ଏସବୁ ବିଭାଗ ବନ୍ଦ, ଏସବୁ ଖୋଲା

ବ୍ରହ୍ମପୁର ଅଫିସ,୧୫।୭: ବ୍ରହ୍ମପୁର ବିଏମସିର ମୁଖ୍ୟ କିରାଣି ଉପେନ୍ଦ୍ର ମାଝିଙ୍କ କରୋନାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରଠୋର ସୂଚନା ଦେଇଛନ୍ତି । ଏହାବ୍ୟତିତ ବିଏମ୍‌ସି କାର୍ଯ୍ୟାଳୟର କିଛି କର୍ମଚାରୀ ମଧ୍ୟ କୋରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସେ କହିଛନ୍ତି । ଏ ନେଇ ବୁଧବାରଠାରୁ ଆସନ୍ତା ୧୪ ଦିନ ପାଇଁ ବିଏମ୍‌ସି କାର୍ଯ୍ୟାଳୟ ବନ୍ଦ ରହିବ। କେବଳ କୋଭିଡ କାର୍ଯ୍ୟରେ ନିୟୋଜିତ ବିଭାଗ, ସ୍ବାସ୍ଥ୍ୟ ବିଭାଗ ବ୍ୟତୀତ ସମସ୍ତ ବିଭାଗକୁ ବନ୍ଦ କରାଯାଇଥିବା ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପିଚୁ ପାଇଁ ଅନନ୍ତପୁର-ନେନ୍ଧେରା ଢଳେଇ ରାସ୍ତା ବିପର୍ଯ୍ୟସ୍ତ: ସାଧାରଣରେ ତୀବ୍ର ଅସନ୍ତୋଷ

ବାଲିକୁଦା,୧୫ା୩(ସ୍ବ.ପ୍ର.): ବାଲିକୁଦା ବ୍ଲକ୍‌ର ସମୁଦ୍ର ଉପକୂଳକୁ ଯାତାୟାତ ପାଇଁ ଥିବା ଏକମାତ୍ର ରାସ୍ତା ଅନନ୍ତପୁର-ନେନ୍ଧେରା ଏବେ ବିପର୍ଯ୍ୟସ୍ତ। ଉକ୍ତ ରାସ୍ତାର କିଛି ଭାଗ ଟେଣ୍ଡର କରାଯାଇ...

ରାଜପଥ ପାର୍ଶ୍ୱରେ ପୁଣି ଖୋଲିଲା ଆମିଷ ବଜାର

ଭୁବନେଶ୍ୱର, ୧୮।୩ (ବ୍ୟୁରୋ): ଉଠାଦୋକାନୀ ଏବଂ ବିଏମ୍‌ସି, ବିଡିଏ ମଧ୍ୟରେ ଚାଲିଥିବା ଛକାପଞ୍ଝାର ସ୍ଥାୟୀ ସମାଧାନ ବାହାରି ପାରୁନାହିଁ। ଉଠାଦୋକାନୀମାନେ ଯେଉଁଠି ପାରୁଛନ୍ତି ସେଠି ବେପାର...

ମୌଳିକ ସୁବିଧାରୁ ପଟ୍ଟାମୁଣ୍ଡାଇ ସହରବାସୀ ବଞ୍ଚିତ

ପଟ୍ଟାମୁଣ୍ଡାଇ,୫ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇକୁ ୧୯୮୮ରେ ରାଜ୍ୟ ସରକାର ଏନ୍‌ଏସ୍‌ସି ଓ ପରେ ମ୍ୟୁନିସିପାଲିଟିର ମାନ୍ୟତା ପ୍ରଦାନ କରିଥିଲେ। ଇତିମଧ୍ୟରେ ଏହି...

ଗଛ ପକାଇ ଲକ ଡାଉନ କଲେ ଗ୍ରାମବାସୀ

କୋକସରା, ୫।୪, (ଡି.ଏନ.ଏ.) ଉପକୂଳ ଓଡିଶା ପରେ ପଶ୍ଚିମ ଓଡିଶାର କଳାହାଣ୍ଡି ଜିଲାରେ କରୋନା ଭୂତାଣୁ ସଂକ୍ରମଣ ହୋଇଛି । ଜିଲାରେ କରୋନା ସଂକ୍ରମିତ ବାହାରିବା...

ରୋଜଗାର ନାହିଁ, ଚିନ୍ତାରେ କ୍ଷୁଦ୍ର ବ୍ୟବସାୟୀ

ବନ୍ତ,୧୧ା୫(ଡି.ଏନ.ଏ.)-ଦୈନିକ ଦୋକାନରୁ ଯାହା ରୋଜଗାର ହେଉଥିଲା, ସେଥିରେ ପରିବାର ଚଳୁଥିଲା। ସେହି ଟଙ୍କାରେ ଦୋକାନ ପାଇଁ ସଉଦା କିଣିବା ସହ ପରିବାର ଚଳିବା ପାଇଁ ଆବଶ୍ୟକ...

ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା, ଆକ୍ରମଣ ବଢୁଛି: ଉଦ୍‌ବେଗ ପ୍ରକାଶ କଲା ସୂଚନା ଅଧିକାର ଅଭିଯାନ

ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଦୁର୍ନୀତିର ପର୍ଦ୍ଦାଫାଶ ସହ ଏହା ବିରୋଧରେ ସ୍ବର ଉଠାଉଥିବା ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଓ ମରଣାନ୍ତକ ଆକ୍ରମଣ ବଢ଼ିଚାଲିଛି। ଗତ ଦୁଇମାସ...

କୁଇଭାଷା ସାହିତ୍ୟ ସମିତିର ବାର୍ଷିକ ସମ୍ମିଳନୀ

ଫିରିଙ୍ଗିଆ,୨୭।୫-କୁଇ ଭାଷା ସାହିତ୍ୟ ସମିତି, ଓଡିଶା କୁଇଦିନା କନ୍ଧମାଳର ଚତୁର୍ଥ ବାର୍ଷିକ ସମ୍ମିଳନୀ ଫିରିଙ୍ଗିଆ ପଞ୍ଚାୟତ କଲେଜ ପାଖ କୁଇ ସମାଜ ପଡିଆରେ ଅନୁଷ୍ଠିତ ହୋଇଯାଇଛି।...

ହୁକିଂ ତାରରେ ଲାଗି ନାବାଳକଙ୍କ ମୃତ୍ୟୁ: ଘଟଣାସ୍ଥଳରେ ଉତ୍ତେଜନା

ଭଞ୍ଜନଗର,୧୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଚୁନାପଲ୍ଲୀଠାରେ ଫସଲ ସୁରକ୍ଷା ପାଇଁ ବିଛା ହୋଇଥିବା ହୁକିଂ ତାରରେ ଲାଗି ରବିବାର ଜଣେ ନାବାଳକଙ୍କ ମୃତ୍ୟୁ...

Advertisement
Archives

Model This Week