ଗୃହ ସଙ୍ଗରୋଧ ପାଇଁ ନୂଆ ଗାଇଡ୍‌ଲାଇନ ଜାରି କରିଛି ବିଏମ୍‌ସି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଗୃହ ସଙ୍ଗରୋଧ ପାଇଁ ନୂଆ ଗାଇଡ୍‌ଲାଇନ ଜାରି କରିଛି । ଅଳ୍ପ ଲକ୍ଷଣ ଥିଲେ ଭୟଭୀତ ନ ହୋଇ ଘରେ ରହିବା ପାଇଁ ବିଏମ୍‌ସି ପରାମର୍ଶ ଦେଇଛି । ସେହିପରି ଗୁରୁତର ବା ଅନ୍ୟ ଜଟିଳ ରୋଗୀମାନେ ଆବଶ୍ୟକ ସ୍ଥଳରେ ମେଡିକାଲରେ ରହି ପାରିବେ। ଗୃହ ସଙ୍ଗରୋଧରେ ରହୁଥିବା ବ୍ୟକ୍ତି ପୃଥକ ଶୌଚାଳୟ ବ୍ୟବହାର କରିବା ପାଇଁ ବିଏମ୍‌ସି ପକ୍ଷରୁ କୁହାଯାଇଛି। ଅକ୍ସିଜେନରେ ସମସ୍ୟା ଦେଖା ଗଲେ ତୁରନ୍ତ ବିଏମ୍‌ସି ପକ୍ଷରୁ ଜାରି କରାଯାଇଥିବା ହେଲ୍ପଲାଇନ ନମ୍ବର ୧୯୨୯କୁ ଫୋନ କରିବାକୁ ବିଏମ୍‌ସି ପରାମର୍ଶ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବେସାମରିକ ପ୍ରତିରକ୍ଷା ପ୍ରତିଷ୍ଠାନର ବାର୍ଷିକ ଉତ୍ସବ: ସ୍ବେଚ୍ଛାସେବୀଙ୍କ ସେବା ପ୍ରଶଂସନୀୟ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବେସାମରିକ ପ୍ରତିରକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱରର ୫୬ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ଓଡ଼ିଶା ଅଗ୍ନି ଓ ବିପର୍ଯ୍ୟୟ ଏକାଡେମୀ ପରିସରରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ...

ସାପ କାମୁଡାରେ ଗ୍ରାମରକ୍ଷୀଙ୍କ ମୃତ୍ୟୁ

ବିଞ୍ଝାରପୁର,୮ା୬(ଡି.ଏନ୍‌.ଏ.): ବିଞ୍ଝାରପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ଶୁକ୍ରବାର ସାପକାମୁଡାରେ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଗୋପାଳ ମଲିକଙ୍କ(୪୮)। ସେ ଥାନାରେ ଗ୍ରାମରକ୍ଷୀଭାବେ କାର୍ଯ୍ୟ...

ଦ୍ୱିତୀୟ ଥର ପାଇଁ ମା ହେଲା ସିଂହ ବିଜଲୀ

ବାରଙ୍ଗ ଅଫିସ,୧୮।୩ : ନନ୍ଦନକାନନରେ ଦ୍ୱିତୀୟ ଥର ପାଇଁ ମା ହେଲା ସିଂହ ବିଜଲୀ। ଆଜି ଭୋର ସମୟରେ ବିଜଲୀ ଏକ ଶାବକ ଜନ୍ମ ଦେଇଛି...

CORONAVIRUS UPDATE: ରାଜ୍ୟରେ ଆଜି ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୧୨ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୦୦ ଟପିଲା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର ରେକର୍ଡ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୦୦ ଡେଇଁଛି। ଏବେ ମୋଟ...

ସ୍ମିତାରାଣୀଙ୍କୁ ମାରି ଟାଙ୍ଗି ଦିଆଯାଇଛି: ସୁର

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ସ୍ମିତାରାଣୀଙ୍କୁ ଦିନ ଦ୍ୱିପ୍ରହରରେ ମାରି ଟାଙ୍ଗି ଦିଆଯାଇଛି। ଘଟଣାର ସିବିଆଇ ତଦନ୍ତ କରାଗଲେ ପ୍ରକୃତ ସତ ସମ୍ମୁଖକୁ ଆସିବ। ହତ୍ୟାକାରୀଙ୍କୁ ତୁରନ୍ତ ଧରି ଦଣ୍ଡ...

ନୂଆ ସଂସ୍କୃତି ଆପଣାଅ: ବେଦାନ୍ତ

ଯାଜପୁର ଅଫିସ,୯ା୮(ହର୍ଷବର୍ଦ୍ଧନ ବେହେରା): ଅର୍ଥ ବଳରେ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ହାତରେ ରଖି କିଭଳି ଲୋକଙ୍କୁ ଦମନ କରାଯାଇପାରୁଛି ତାହାର ପଦ୍ଧତି ନିକଟରେ ବେଦାନ୍ତ କମ୍ପାନୀର...

ବର୍ଲିନ ମହୋତ୍ସବରେ ଓଡ଼ିଆ ଫିଲ୍ମ

ଭୁବନେଶ୍ୱର,୨୮।୯: ଜର୍ମାନୀର ବର୍ଲିନଠାରେ ଅନୁଷ୍ଠିତ ହେଉଥିବା ଇଣ୍ଡୋ ଜର୍ମାନ ଫିଲ୍ମ ମହୋତ୍ସବରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର କ୍ରୀଡ଼ା ଡକ୍ୟୁମେଣ୍ଟ ଭିତ୍ତିକ ଫିଲ୍ମ ‘ଦ ମାଉଣ୍ଟେନ୍‌ ହକି’।...

ଦକ୍ଷିଣା ପାଇଁ ଭକ୍ତଙ୍କୁ ଦୁର୍ବ୍ୟବହାର

ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କଠାରୁ ଦାନ, ଦକ୍ଷିଣା ଆଦାୟ କରାଯାଇପାରିବ ନାହିଁ। ଏହା ଉପରେ ରୋକ୍‌ ଲଗାଇଛନ୍ତି ସୁପ୍ରିମ୍‌କୋର୍ଟ। ହେଲେ ଏହାକୁ କେତେକ ସେବାୟତ...

Advertisement
Archives

Model This Week