ଗୃହ ସଙ୍ଗରୋଧ ପାଇଁ ନୂଆ ଗାଇଡ୍‌ଲାଇନ ଜାରି କରିଛି ବିଏମ୍‌ସି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଗୃହ ସଙ୍ଗରୋଧ ପାଇଁ ନୂଆ ଗାଇଡ୍‌ଲାଇନ ଜାରି କରିଛି । ଅଳ୍ପ ଲକ୍ଷଣ ଥିଲେ ଭୟଭୀତ ନ ହୋଇ ଘରେ ରହିବା ପାଇଁ ବିଏମ୍‌ସି ପରାମର୍ଶ ଦେଇଛି । ସେହିପରି ଗୁରୁତର ବା ଅନ୍ୟ ଜଟିଳ ରୋଗୀମାନେ ଆବଶ୍ୟକ ସ୍ଥଳରେ ମେଡିକାଲରେ ରହି ପାରିବେ। ଗୃହ ସଙ୍ଗରୋଧରେ ରହୁଥିବା ବ୍ୟକ୍ତି ପୃଥକ ଶୌଚାଳୟ ବ୍ୟବହାର କରିବା ପାଇଁ ବିଏମ୍‌ସି ପକ୍ଷରୁ କୁହାଯାଇଛି। ଅକ୍ସିଜେନରେ ସମସ୍ୟା ଦେଖା ଗଲେ ତୁରନ୍ତ ବିଏମ୍‌ସି ପକ୍ଷରୁ ଜାରି କରାଯାଇଥିବା ହେଲ୍ପଲାଇନ ନମ୍ବର ୧୯୨୯କୁ ଫୋନ କରିବାକୁ ବିଏମ୍‌ସି ପରାମର୍ଶ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦାଙ୍କ ଯୋଗୁ ଦହିବରା ବିକିପାରୁଛି

ଦିନେ କାମ ଖୋଜିବାକୁ ଘର ଘର ବୁଲୁଥିଲି। ମୂଲ ମଜୁରି କରି ପେଟ ପୋଷିବାକୁ ଚେଷ୍ଟା କରୁଥିଲି। ହେଲେ ଦାଦାଙ୍କ ଦହିବରା ବ୍ୟବସାୟ ଓ ଏକ...

ଆଜି ରାଜ୍ୟରୁ ୬୩ ପଜିଟିଭ୍‌ ଚିହ୍ନଟ, ୩୩୬୪୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଭୁବନେଶ୍ୱରକୁ ୫୦ ଇ-ବସ୍‌ ଦେବ କେନ୍ଦ୍ର

ଭୁବନେଶ୍ୱର,୯।୮(ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ଭାରୀ ଉଦ୍ୟୋଗ ବିଭାଗ ପକ୍ଷରୁ ‘ଫେମ୍‌ ଇଣ୍ଡିଆ ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟରେ ଦେଶରେ ୫୫୯୫ ବିଦ୍ୟୁତ୍‌ ଚାଳିତ ବସ୍‌ (ଇ-ବସ୍‌)...

ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ

କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି...

ଆକାଶଙ୍କୁ କ୍ରାଇମ୍‌ବ୍ରାଞ୍ଚର ମାରାଥନ ଜେରା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ତାଙ୍କ...

ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ: ଯାତ୍ରୀଙ୍କଠାରୁ ମିଳିଲା ୧୫୦.୯୨୦ ଗ୍ରାମର ସୁନା, ମୂଲ୍ୟ ୫ଲକ୍ଷରୁ ଅଧିକ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କଟକଣା ସତ୍ତ୍ୱେ କମୁନି ସୁନା ଚୋରା ଚାଲାଣ। ବୁଧବାର ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ କରିଛି କଷ୍ଟମ ବିଭାଗ। ବ୍ୟାଙ୍କକ୍‌ରୁ ଆସିଥିବା...

ପିଇଓଙ୍କ ସମ୍ପତ୍ତି ୧କୋଟିରୁ ଊର୍ଦ୍ଧ୍ୱ

ବରଗଡ଼ ଅଫିସ୍‌,୨୫।୧: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଲେଣ୍ଡାପାଲି ଓ କେଶେଇପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଉମେଶ କୁମାର ସେଠଙ୍କ ବାସଭବନରେ ସୋମବାର...

ହଜିଯାଉଛି କୌଳିକ ବୃତ୍ତି

ପାଟଣା,୨।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଦୁର୍ଗାଦେଇପୁରର ବେହେରା ସାହି ଓ ଟାଇଁଶିରା ବେହେରା ସାହିର ଲୋକେ ଆଜି...

Advertisement
Archives

Model This Week