କଠୋର ହେଲା ବିଏମ୍‌ସି

ଭୁବନେଶ୍ୱର,୪।୧୦: ଆଗକୁ ଆସୁଛି ଶୀତ ଋତୁ। ଶୀତରେ କରୋନା ସଂକ୍ରମଣ ବଢିବା ଆଶଙ୍କା କରି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପୁଣି କୋଭିଡ୍‌ କଟକଣାକୁ କଠୋର କରିଛିି। ବିବାହ, ବ୍ରତ ଓ ଶୁଦ୍ଧି କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ ବୋଲି ସୋମବାର ବିଏମ୍‌ସି ପକ୍ଷରୁ ଏକ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଏପରି କି କାର୍ଯ୍ୟକ୍ରମ ଆୟୋଜକ ପ୍ରବେଶ ସ୍ଥାନରେ ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା କରିବେ। କେବଳ ଖାଇବା ସମୟ ଛଡ଼ା ଅନ୍ୟ ସବୁଠି ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଗାଇଡ୍‌ଲାଇନ ଉଲ୍ଲଂଘନ କଲେ ଆୟୋଜକ ଓ ମଣ୍ଡପ ମାଲିକଙ୍କୁ ଆଇନ ଅନୁଯାୟୀ କାର୍ଯ୍ୟନୁଷ୍ଠାନ ଗ୍ରହଣ ବିଏମ୍‌ସି ପକ୍ଷରୁ କୁହାଯାଇଛି।

ତେବେ ଆଗକୁ ପାର୍ବଣ ଓ ଶୀତ ଆସୁଥିବାରୁ କୋଭିଡ୍‌ କଟକଣାକୁ ପୁଣି କଡାକଡି କରାଯାଉଛି। ଦୋକାନ ବଜାର, ସପିଂ ମଲ ଓ ବାହାରେ ଭିଡ ନ କରିବାକୁ ବିଏମ୍‌ସି ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri