ଟିକାକରଣରେ ବିଏମ୍‌ସିର ରେକର୍ଡ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟିକାକରଣରେ ରେକର୍ଡ କରିଛି। ୨୦ ତାରିଖ ସୁଦ୍ଧା ମୋଟ ୨୯ ଲକ୍ଷ ୦୨ ହଜାର ୩୦୯ ଡୋଜ ଟିକା ଦିଆଯାଇଛି । ସେଥି ମଧ୍ୟରୁ ୧୫ ଲକ୍ଷ ୦୮ ହଜାର ୮୮୪ ପ୍ରଥମ ଡୋଜ ନେଇଥିବା ବେଳେ, ୧୩ ଲକ୍ଷ ୫୬ ହଜାର ୪୬୫ ଜଣଙ୍କୁ ଦ୍ୱିତୀୟ ଡୋଜ ଦିଆଯାଇଛି । ସେହିପରି ଭାବରେ ୧୫ ରୁ ୧୮ ବର୍ଷ କିଶୋର ବର୍ଗରେ ବର୍ତ୍ତମାନ ସୁଦ୍ଧା ୪୪ ହଜାର ୯୫୫ ଜଣ ପ୍ରଥମ ଡୋଜ ଟିକା ଗ୍ରହଣ କରିସାରିଛନ୍ତି । ଏତେ ସଂଖ୍ୟକ ଟିକା ପ୍ରଦାନରେ ଭୁବନେଶ୍ୱର ରାଜ୍ୟର ପ୍ରଥମ ସହର ହୋଇଛି । ରାଜଧାନୀ ଭୁବନେଶ୍ୱରରେ କୋଭକ୍ସିନ ଟିକା ଦିଆଯାଉଛି । ଭୁବନେଶ୍ୱରରେ ଏବେ ବି ୫୦ରୁ ଅଧିକ କେନ୍ଦ୍ରରେ ଟିକାକରଣ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳରେ ଶାନ୍ତି ବଜାୟ ପାଇଁ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୨୦ା୮-ସହରତଳି ଅଞ୍ଚଳକୁ ଅଭିଯୁକ୍ତମାନେ ଏବେ ତାଙ୍କର ଆଡ୍ଡାସ୍ଥଳୀଭାବେ ବାଛିଛନ୍ତି। ବିଭିନ୍ନ ଗ୍ରାମାଞ୍ଚଳରେ ଚୋରି, ଲୁଟ ଭଳି ଘଟଣା ଘଟାଉଛନ୍ତି। ପୋଲିସକୁ ଏ ଦିଗରେ କେତେକ...

ଭଦ୍ରକ ମଦ ମୃତ୍ୟୁ ମାମଲା: ବିଧାୟକ ବ୍ୟୋମକେଶଙ୍କ ବିରୋଧରେ ଏନ୍‌ଏଚ୍‌ଆରସିରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଗତ ଏପ୍ରିଲ ୨୮ ତାରିଖରେ ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ଭୋଟ ହାତେଇବା ପାଇଁ ଶାସକ ବିଜେଡିର ନେତା ଓ ବିଧାୟକ ପ୍ରାର୍ଥୀ...

୪ ମାସ ତଳେ କରିଥିଲେ ପ୍ରେମ ବିବାହ, ମିଳିଲା ଝୁଲନ୍ତା ମୃତଦେହ

ଗୋପାଳପୁର,୨ା୧୦(ଡି.ଏନ.ଏ.): ଗୋପାଳପୁର ଥାନା ପୋଲିସ ଶନିବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ମଦନମୋହନପୁର ଗ୍ରାମର ଏମ୍‌. ଶାନ୍ତି (୨୭)। ଗୋଳନ୍ଥରା...

ଖୁବ୍‌ ଶୀଘ୍ର ଏମ୍ସରେ ବୃକ୍‌କ ପ୍ରତିରୋପଣ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ଏମ୍ସ ଭୁବନେଶ୍ୱରରେ ବୃକକ୍‌ ପ୍ରତିରୋପଣ (ରେନାଲ୍‌ ଟ୍ରାନ୍ସପ୍ଲାଣ୍ଟ୍‌) ହେବ। ରାଜ୍ୟ ସରକାରଙ୍କଠାରୁ ଏନେଇ ଅନୁମତି ମିଳିସାରିଥିବାବେଳେ ଏମ୍ସ ପକ୍ଷରୁ ଭିତ୍ତିଭୂମି ସମ୍ବନ୍ଧୀୟ ସମସ୍ତ...

ଶୁକ୍ରବାରଠାରୁ ଖୋଲିବ ପାର୍ଲର, ସ୍ପା, ସେଲୁନ୍‌; ହେଲେ ଏସବୁ ଖୋଲିବା ମନା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ପୁଣି ରାଜ୍ୟରେ ଲକ୍‌ଡାଉନ୍‌ କଟକଣାକୁ କୋହଳ କରିଛନ୍ତି ରାଜ୍ୟ ସରକାର। ଆଶିଂକ ଲକ୍‌ଡାଉନ୍‌ ଅବଧିକୁ ଜୁଲାଇ ୧୬ଠାରୁ ଅଗଷ୍ଟ ୧ ଯାଏ ବଢ଼ାଇ ଦିଆଯାଇଛି।...

ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ: ପ୍ରକଳ୍ପ କାର୍ଯ୍ୟରେ ଯୋଗ ଦେବେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ। ସହରର ଭିତ୍ତିଭୂମି ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ...

‘ବିଦେଶକୁ ମେଡିକାଲ ପଢ଼ିବାକୁ ଭାରତୀୟ କାହିଁକି ଯାଉଛନ୍ତି’

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଇନ୍ଦିରାଗାନ୍ଧୀ ସ୍ମାରକୀ ପାଠାଗାର ଆନୁକୂଲ୍ୟରେ ‘ବିଦେଶକୁ ମେଡିକାଲ ପଢିବାକୁ ଭାରତୀୟ କାହିଁକି ଯାଉଛନ୍ତି’ ଶୀର୍ଷକ ମାସିକ ପାଠ୍ୟଚକ୍ର ସ୍ଥାନୀୟ ୟୁନିଟ-୯ ଠାରେ ଶନିବାର ଅନୁଷ୍ଠିତ...

ତପ୍ତପାଣି ଘାଟିରେ ଓଲଟିଲା ମିନିବସ୍‌: ଜଣେ ମୃତ, ୨୫ ଆହତ

ଦିଗପହଣ୍ଡି,୨୧ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ତପ୍ତପାଣି ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟାରେ ଏକ ମିନିବସ ଓଲଟି ପଡ଼ିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ...

Advertisement
Archives

Model This Week