ଆରମ୍ଭ ହେଲା ମୁକୁଳା ନାଳ ସମୀକ୍ଷା: ପଡ଼ିବ ସ୍ଲାବ, ବଦଳିବ ଡିଜାଇନ୍‌

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଖୋଲା ନାଳରେ ଭାସିଯାଇ ଏକ ନିରୀହ ଜୀବନ ଯିବା ପରେ ଚେତିଲା ପ୍ରଶାସନ। ଆରମ୍ଭ ହେଲା ସମୀକ୍ଷା। ଭୁବନେଶ୍ୱର ଓ କଟକ ସମେତ ରାଜ୍ୟରେ ସବୁ ଜିଲାରେ ମୁକୁଳା ପଡିଥିବା ସବୁ ଡ୍ରେନ ଉପରେ ସ୍ଲାବ ପଡିବା ନେଇ ଆଲୋଚନା ହୋଇଛି। ଡ୍ରେନର ଡିଜାଇନ୍‌ ମଧ୍ୟ ବଦଳାଯିବ। ଏ ନେଇ ମଙ୍ଗଳବାର ବିଧାନସଭାରେ ନଗରଉନ୍ନୟନ ବିଭାଗର ଷ୍ଟାଣ୍ଡିଂ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥିଲାଗି ୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏ ନେଇ ବଜେଟରେ ଅର୍ଥ ବ୍ୟୟବରାଦ କରାଯାଇଥିବା ନଗରଉନ୍ନୟନ ବିଭାଗ ସଚିବ କହିଛନ୍ତି।
ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଷ୍ଟାଣ୍ଡିଂ କମିଟି ବୈଠକରେ ରାଜ୍ୟରେ ଡ୍ରେନେଜ ସମସ୍ୟାକୁ ନେଇ ଆଲୋଚନା ହୋଇଥିଲା। ବୈଠକରେ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ, କଂଗ୍ରେସ ବିଧାୟକ ମହମଦ ମୋକିମ, ନଗର ଉନ୍ନୟନ ବିଭାଗ ସଚିବଙ୍କ ସହ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନ ଶିକ୍ଷକ ନିୟମିତ ସ୍କୁଲ ନ ଆସିବା ଘଟଣା: ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ ମାଗିଲେ ବିଇଓ; ଧରିତ୍ରୀ ପ୍ରଭାବ

ଭବାନୀପାଟଣା,୨୮।୮(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ସିନ୍ଦିପଦର ପଞ୍ଚାୟତ ବାର୍ଷିକୋଣା ନୂତନ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ରୋହିତ ମାଝି ନିୟମିତ ସ୍କୁଲ ଆସୁ ନ...

ସରିଲା ଛେରାପହଁରା: ଚାରମାଳ ଫିଟା ଆରମ୍ଭ

ପୁରୀ ଅଫିସ, ୧୨।୭: ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। ପହଣ୍ଡି ଶେଷ ହେବାପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାବିଗ୍ରହ। ଏହାପରେ ଛେରାପହଁରା କାର୍ଯ୍ୟ ଅନୁଷ୍ଠିତ ହୋଇଛି। ଗଜପତି ମହାରାଜ...

ବ୍ରାଣ୍ଡ୍‌ ଓଡ଼ିଶାର ପ୍ରସାର ପାଇଁ ନୂଆ ଅଭିଯାନ:ଓଡ଼ିଶା ନୁହେଁ…ଓଡ଼ିଶା ଆଃ

ଭୁବନେଶ୍ୱର,୨୦-୯(ବ୍ୟୁରୋ):ପ୍ରଥମେ ‘ଓଡ଼ିଶା ବାଇ ମର୍ର୍ନିଂ, ହକି ବାଇ ଇଭିନିଂ’। ଆଉ ଏବେ ‘ଓଡ଼ିଶା ଆଃ’। ରାଜ୍ୟ ଏବଂ ଦେଶ ବାହାରେ ବ୍ରାଣ୍ଡ୍‌ ଓଡ଼ିଶାର ପ୍ରମୋଶନ ପାଇଁ...

କଟକରେ କାୟା ମେଲାଉଛି କରୋନା: ଆଜି ୧୪୩ ଆକ୍ରାନ୍ତ ଚିହ୍ନଟ

କଟକ,୫।୮(ବ୍ୟୁରୋ)-କଟକରେ କାୟା ମେଲାଉଛି କରୋନା। ସହରରେ ବୁଧବାର ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମ କଣ୍ଟେନମେଣ୍ଟ ଜୋନରୁ କେବଳ...

ମିଳିଲାନି ମ୍ୟାଚୁରିଟି ଟଙ୍କା: ଅର୍ଥାଭାବରୁ ଦିବ୍ୟାଙ୍ଗ ଝିଅଙ୍କ ବିବାହ ବନ୍ଦ, ସାହାରା ଇଣ୍ଡିଆ କାର୍ଯ୍ୟାଳୟରେ ତାଲା ପକାଇଲେ ଜମାକାରୀ

ନିରାକାରପୁର,୨୬ା୬(ଡି.ଏନ୍‌.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ ଶ୍ରୀରାମ ବଜାର ସ୍ଥିତ ସାହାରା ଇଣ୍ଡିଆ କାର୍ଯ୍ୟାଳୟ ଫାଟକରେ ମଙ୍ଗଳବାର ଜମାକାରୀମାନେ ତାଲା ପକାଇଦେଇଛନ୍ତି। ମ୍ୟାଚୁରିଟି (ପୂର୍ଣ୍ଣ ଅବଧି) ପରେ...

ବିଜୁ ଗଁ। ଗାଡ଼ି ଅଗଡ଼

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଗ୍ରାମାଞ୍ଚଳକୁ ଉତ୍ତମ ଯୋଗାଯୋଗ ଲକ୍ଷ୍ୟ ନେଇ ୨୦୧୪ ଫେବୃୟାରୀ ୨୨ରେ ରାଜ୍ୟରେ ଗଡ଼ିଥିଲା ‘ବିଜୁ ଗଁ। ଗାଡ଼ି’। ହେଲେ ରାଜ୍ୟ ସରକାରଙ୍କ ଏହି ଜନକଲ୍ୟାଣକାରୀ...

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୬୩୧ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୧୪ କ୍ୱରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୧୭ ଜଣ ଲୋକାଲ କେସ୍‌...

ଆଜି ରାଜ୍ୟରୁ ୧୫୦ ପଜିଟିଭ୍‌ ଚିହ୍ନଟ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରବିବାର ରାଜ୍ୟରେ ୧୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୩୦୦ରେ ପହଞ୍ଚିଥିବା ରାଜ୍ୟ ସୂଚନା...

Advertisement
Archives

Model This Week