୩ ଦିନ ପରେ ସଫେଇ କର୍ମଚାରୀଙ୍କ ପାଇଁ କି ନିଷ୍ପତି ନେବ ବିଏମ୍‌ସି: ବଡ଼ ଘୋଷଣାକୁ…

ଭୁବନେଶ୍ବର,୧୨।୩: ସଫେଇ କର୍ମଚାରୀଙ୍କ ସହ ଆଲୋଚନା କରି ବିଏମ୍‌ସି ୩ ଦିନର ସମୟ ମାଗିଛି। ୩ ଦିନ ମଧ୍ୟରେ ବର୍ଦ୍ଧିତ ଦରମା ନେଇ ଘୋଷଣା ହେବ। ଅଳିଆ ପୃଥକୀକରଣ ବନ୍ଦ କରିବାକୁ ସଫେଇ କର୍ମଚାରୀ ଦାବି କରିଥିବା ବେଳେ ଏ ନେଇ ବିଏମସି ୧୫ ଦିନର ସମୟ ମାଗିଛି । ଆଲୋଚନା ସଫଳ ହୋଇଥିବା ବିଏମସି କହିଛ।
ଅନ୍ୟପକ୍ଷେ ଆନ୍ଦୋଳନକାରୀ ସଫେଇ କର୍ମଚାରୀ କହିଛନ୍ତି ଯେ, ଲିଖିତ ପ୍ରତିଶ୍ରୁତି ନମିଳିବା ଯାଏ ଆନ୍ଦୋଳନ ଜାରି ରହିବ । ସହରରୁ ଅଳିଆ ଉଠିବନି । ଯେପର୍ଯ୍ୟନ୍ତ ବିଏମ୍‌ସି କିମ୍ବା ସରକାର ଦରମାର ୧୫ ହଜାର ଟଙ୍କାର ବୃଦ୍ଧି ନ କରିଛନ୍ତି, ଆନ୍ଦୋଳନ ଚାଲୁ ରହିବ ବୋଲି ସେମାନେ କହିଛନ୍ତି ।
ଦ୍ୱିତୀୟ ଦିନରେ ଠିକା ସଫେଇ କର୍ମଚାରୀ ଆନ୍ଦୋଳନ କରିଛନ୍ତି । ଶତାଧିକ ସଫେଇ କର୍ମଚାରୀ ରାଜମହଲ ବ୍ରିଜ୍‌ ତଳେ ଧାରଣା ଦେବା ସହ ବିଏମସି ଅଫିସ ସାମ୍ନାରେ ଧାରଣା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri