କୋଭିଡ୍‌ କେୟାର ହୋମ୍‌ ପାଇଁ ବିଏମ୍‌ସିର ନୂଆ ଏସ୍‌ଓପି

ଭୁବନେଶ୍ୱର,୧୯ା୮(ବ୍ୟୁରୋ): କୋଭିଡ୍‌ କେୟାର ହୋମ୍‌ (ସିସିଏଚ୍‌) ବନ୍ଦୋବସ୍ତ କରିବା ପାଇଁ ବିଏମ୍‌ସି ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜୁଅର (ଏସ୍‌ଓପି) ଜାରି କରିଛି। ଗାଇଡ୍‌ଲାଇନ୍ସକୁ ଅନୁପାଳନ କରି ସିସିଏଚ୍‌ କରିବାକୁ ବିଭିନ୍ନ ଆବାସିକ କଲ୍ୟାଣ ସଂଘ ଏବଂ ଆବାସିକ ସମାଜକୁ ବିଏମ୍‌ସି ପକ୍ଷରୁ ଆହ୍ବାନ କରାଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗର ରେସିଡେନ୍‌ସିଆଲ୍‌ କମ୍ପ୍ଲେକ୍ସ/ କଲୋନୀ, ବ୍ୟାଙ୍କ ଏବଂ ପିଏସ୍‌ୟୁଗୁଡ଼ିକର କଲୋନୀରେ ୨୦ ଶଯ୍ୟା ବିଶିଷ୍ଟ ସିସିଏଚ୍‌ କରିବାକୁ ନୟମାବଳୀ ଜାରି ହୋଇଛି। ଏଠାରେ କରୋନା ସନ୍ଦିଗ୍ଧ, ସାମାନ୍ୟ ଲକ୍ଷଣ ଏବଂ ଲକ୍ଷଣ ବିହୀନ କରୋନା ଆକ୍ରାନ୍ତ ରହି ଚିକିତ୍ସିତ ହୋଇପାରିବେ ବୋଲି ଏସ୍‌ଓପିରେ ସୂଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମିତାରାଣୀଙ୍କ ମୃତ୍ୟୁକୁ ନେଇ ଥମୁନି ରାଜନୀତି

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି...

ବାଂଲାଦେଶୀ ଯୁବତୀଙ୍କୁ ଓଡ଼ିଶା ଚାଲାଣ ମାମଲା: କିଙ୍ଗ୍‌ପିନ୍‌ ଅଞ୍ଜଳି, ଇବ୍ରାହିମ୍‌ଙ୍କୁ ମିଳିଲା ରିମାଣ୍ଡ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବାଂଲାଦେଶରୁ ଓଡ଼ିିଶାକୁ ଯୁବତୀ ଚାଲାଣ ର଼୍ୟାକେଟର ମୂଳ ଚେରକୁ ଖୋଜୁଛି ଏସ୍‌ଟିଏଫ୍‌। ଏହି ର଼୍ୟାକେଟ ପଛରେ କେଉଁମାନେ ସମ୍ପୃକ୍ତ ଅଛନ୍ତି ତାହା ଜାଣିବା ପାଇଁ...

ଦୁର୍ନୀତିର ତଦନ୍ତ ନ ହେଲେ ଆନ୍ଦୋଳନ

ଜଳେଶ୍ୱର,୧୮।୩(ସ୍ବ.ପ୍ର.):  ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ବରିଷ୍ଠ କଂଗ୍ରେସ ନେତା ସୁଦର୍ଶନ ଦାସଙ୍କ...

ପୂଜାରେ ଅପରାହ୍ନ ୨ଟା ପରେ ମୋ’ବସ୍‌ ସେବା ବନ୍ଦ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଦୁର୍ଗାପୂଜା ପାଇଁ ଭୁବନେଶ୍ୱର, କଟକ ଏବଂ ଖୋର୍ଦ୍ଧା ଉତ୍ସବ ମୁଖର ହୋଇ ଉଠିଛି। ସନ୍ଧ୍ୟାରେ ଭିଡ଼ ଅଧିକ ପରିଲକ୍ଷିତ ହେବା ସହ ଯାତାୟତରେ...

‘ଆନ୍ତର୍ଜାତିକ ବିମାନ ବନ୍ଦର ହେବ ଝାରସୁଗୁଡ଼ା’

ଲଖନପୁର,୨୩ା୧: ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ଅବସରରେ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦର ପରିସରରେ ଏମ୍‌ସିଏଲ୍‌...

ପ୍ରଦୀପଙ୍କ ମନ୍ତବ୍ୟକୁ ନେଇ ଦୁଃଖ ପ୍ରକାଶ କଲେ ନିରଞ୍ଜନ, କହିଲେ ଆମେ ଅହିଂସା ନୀତିରେ ବିଶ୍ୱାସ କରୁ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ପ୍ରଦୀପ ମାଝିଙ୍କ ମନ୍ତବ୍ୟରେ ମୁଁ ଦୁଃଖିତ। ସେ ଭାବବିହ୍ବଳ ହୋଇ ଏଭଳି କଥା କହିଛନ୍ତି। ପିସିସି ସଭାପତି ଭାବେ ମୁଁ ଏଥିରେ ଦୁଃଖ ପ୍ରକାଶ...

ଚାକିରିଦେବା ନାଁରେ ଯୁବତୀଙ୍କୁ ବଳାତ୍କାର: ଫାଇନାନ୍ସ କମ୍ପାନୀର ରାଜ୍ୟ ମୁଖ୍ୟ ଗିରଫ

କଟକ ରୋଡ,୩।୯(ଡି.ଏନ୍‌.ଏ.): କିଛିଦିନ ପୂର୍ବରୁ ରାଜଧାନୀରେ ଜଣେ ଟ୍ୟୁଶନ ଛାତ୍ରୀଙ୍କୁ ଅସଦାଚରଣ ଘଟଣା ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଚାକିରି ଦେବା ନାଁରେ...

ସ୍କୁଲ ପାଚେରି ପଡି ଶିଶୁ ମୃତ୍ୟୁ ଘଟଣା: କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨।୩(ବ୍ୟୁରୋ): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ ପେଟାପାଙ୍ଗା ପଞ୍ଚାୟତ ଅନ୍ତର୍ଗତ ବେଲକଟି ଗ୍ରାମରେ ସ୍କୁଲ୍‌ ଗେଟ୍‌ ଓ ପାଚେରି ପଡ଼ି ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବାବେଳେ...

Advertisement
Archives

Model This Week