ବାର୍ଷିକ ବିକ୍ରିରେ ମର୍ସିଡିଜକୁ ପଛରେ ପକାଇଲା ବିଏମ୍‌ଡବ୍ଲ୍ୟୁ

ମ୍ୟୁନିକ(ଜର୍ମାନୀ),୪।୧: ୨୦୨୧ରେ ବର୍ଷକୁ ପ୍ରିମିୟମ କାର ବିକ୍ରିରେ ମର୍ସିଡିଜ-ବେଞ୍ଜକୁ ପଛରେ ପକାଇ ଦେଇଛି ବିଏମ୍‌ଡବ୍ଲ୍ୟୁ। ୨୦୧୫ ପରେ ପ୍ରଥମ ଥର ପାଇଁ ବାର୍ଷିକ ବିକ୍ରିରେ ବିଏମ୍‌ଡବଲ୍‌ୟୁ ଏହି ବିଜୟ ହାସଲ କରିଛି।

“ଗର୍ବର ସହ ଘୋଷଣା କରୁଛି ଯେ, ୨୦୨୧ରେ ଅନ୍ତର୍ଜାତୀୟ ବଜାରରେ ପ୍ରିମିୟମ କାର ବିକ୍ରି କରିବାରେ ନମ୍ବର ଓ୍ବାନ ସ୍ଥାନ ହାସଲ କରିଛି ବିଏମ୍‌ଡବ୍ଲ୍ୟୁ” ବୋଲି କମ୍ପାନୀର ସେଲ୍ସ ମୁଖ୍ୟ ପିଟର ନୋଟା ଲିଙ୍କଡିନରେ ପୋଷ୍ଟ କରିଛନ୍ତି। ଏଭଳି ସଫଳତା ପାଇଁ ସେ କମ୍ପାନୀର ପ୍ରଡକ୍ଟ ଲାଇନଅପ୍‌କୁ ଶ୍ରେୟ ଦେଇଛନ୍ତି।

ବିଏମ୍‌ଡବ୍ଲ୍ୟୁ ପକ୍ଷରୁ ଏପର୍ଯ୍ୟନ୍ତ ଗତବର୍ଷର ବିକ୍ରି ରିପୋର୍ଟ ପ୍ରକାଶ କରାଯାଇ ନାହିଁ। ତେବେ ଏହାର କାରଣ ହେଉଛି ୨୦୨୧ରେ ସେମିକଣ୍ଡକ୍ଟର ଅଭାବ ଦେଖାଦେଇଥିଲା। ଏଥିରେ ବିଶ୍ୱର ପ୍ରାୟ ସମସ୍ତ କାର ନିର୍ମାତା କମ୍ପାନୀ ପ୍ରଭାବିତ ହୋଇଥିଲେ। କିନ୍ତୁ ଏଥିରୁ ବର୍ତ୍ତି ଯାଇଥିଲା ମ୍ୟୁନିକ୍‌ରେ ପ୍ରତିଷ୍ଠିତ ଅଟୋମେକର କମ୍ପାନୀ। ଫଳରେ ଅନ୍ତର୍ଜାତୀୟ ସ୍ତରରେ ପ୍ରଡକ୍ଟ ଲାଇନ୍‌ ବାଧା ପ୍ରାପ୍ତ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri