ଡିଭାଇଡରରେ ପିଟି ହେଲା ବିଏମ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୧୭।୧୦: ଚନ୍ଦ୍ରଶେଖରପୁର ଥାନା ଅଧୀନ ମୈତ୍ରୀବିହାର-ଶୈଳଶ୍ରୀବିହାର ରାସ୍ତାରେ ଗୁରୁବାର ଏକ ଦାମୀ କାର୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି।

ମିଳିଥିବା ସୂଚନା ମୁତାବକ, ଦାମୀ କାର୍‌ଟି ମୈତ୍ରୀବିହାର-ଶୈଳଶ୍ରୀବିହାର ରାସ୍ତାରେ ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ଡିଭାଇଡ଼ରରେ ପିଟି ହୋଇଯାଇଥିଲା। ଏକରିକି କାର୍‌ଟି ଦୀର୍ଘ ବାଟ ପର୍ଯ୍ୟନ୍ତ ଘସି ହୋଇଯାଇଥିଲା। ଫଳରେ କାର୍‌ର ଆଗପଟ ଭାଙ୍ଗି କ୍ଷତିଗ୍ରସ୍ତ ହୋଇଥିବା ବେଳେ କାରରେ ଥିବା ୩ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି॥


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ କିଲୋର କାମ ଅନେକ

ଯକୃତ ବା ଲିଭର ଶରୀରର ସବୁଠାରୁ ବଡ଼ ଗ୍ରନ୍ଥି। ଏହା ପାଚନରେ ସହାୟକ ଏକାଧିକ ପ୍ରକାରର ରସ ସୃଷ୍ଟିକରେ ଏବଂ ଶରୀରକୁ ବିଷମୁକ୍ତ ବା ଡିଟକ୍ସିଫିକେଶନ୍‌ କରିଥାଏ।…

ଗାନ୍ଧୀ ଆଦର୍ଶର ହତ୍ୟାକାରୀ

ମଣିଷ ଇତିହାସ ସୃଷ୍ଟି କରିଥାଏ ଓ ଇତିହାସ ମଧ୍ୟ ଅନେକ ସମୟରେ ନିଷ୍ଠୁର ସତ୍ୟକୁ ପ୍ରତିପାଦନ କରିବାକୁ ଯାଇ ମଣିଷକୁ କ୍ଷମା କରି ନ ଥାଏ। ବର୍ତ୍ତମାନର…

ମୋହନ ସରକାରଙ୍କ ବଡ଼ ଘୋଷଣା: ଜଗନ୍ନାଥଙ୍କ ନାଁରେ ହେବ…

ଭୁବନେଶ୍ୱର, ୮।୫(ସୁନିତ୍‌ ମିଶ୍ର):ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଏକ ସ୍ବତନ୍ତ୍ର ଟିଭି ଚ୍ୟାନେଲ କରାଯିବ। ଏନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ…

ପିଟରଙ୍କ ନୂଆ ରଣନୀତି

ହଙ୍ଗେରୀରେ ପିଟର ମାଗୟାରଙ୍କ ବିପୁଳ ବିଜୟ ଏକ ବିଶ୍ୱସ୍ତରରେ ଆଲୋଚନାର ପ୍ରସଙ୍ଗ ପାଲଟିଛି। ହଙ୍ଗେରୀର ଅନୁଭୂତି ପ୍ରାୟତଃ ଦର୍ଶାଏ, ଜଣେ ଜିତିବାକୁ ହେଲେ ବର୍ତ୍ତମାନର ଦୁର୍ନୀତି ଉପରେ…

ଧରିତ୍ରୀ କାର୍ଯ୍ୟାଳୟରେ ଯୁବକଙ୍କ ଉନ୍ମତ୍ତକାଣ୍ଡ; ଫୁଟପାଥରେ ଯୁବକଙ୍କୁ ଘୋଷାଡ଼ି ପିଟିଲେ, ପଥରରେ ଛେଚିଲେ

କଟକ,୮।୫(କାର୍ତ୍ତିକ ସାହୁ): ବାଦାମବାଡ଼ି ଥାନା ଅନ୍ତର୍ଗତ ହାଇକୋର୍ଟ କଲୋନୀ ଛକ ତଥା ଧରିତ୍ରୀ କାର୍ଯ୍ୟାଳୟ ନିକଟରେ ଗୁରୁବାର ସନ୍ଧ୍ୟାରେ କେତେଜଣ ଯୁବକ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ସାମାନ୍ୟ…

ଓଡ଼ିଶା ସର୍ଭେ ନମ୍ବର ଉପରେ ଚୂନ ବୋଳି ନିଜ ସର୍ଭେ ନଂ. ଲେଖିଲା ଆନ୍ଧ୍ର: ଜବରଦସ୍ତ ଅନୁପ୍ରବେଶ

ପାରଳାଖେମୁଣ୍ଡି,୮ା୫(ଗିରିଧାରୀ ପରିଚ୍ଛା):ଗଜପତି ଜିଲା ଆନ୍ଧ୍ର ସୀମାନ୍ତରେ ପୁଣି ଥରେ ଆନ୍ଧ୍ର ପ୍ରଦେଶ ଜବରଦସ୍ତ ଅନୁପ୍ରବେଶ କରିଛି। ଏବେ ଚାଲିଥିବା ଜନଗଣନା କାର୍ଯ୍ୟରେ ଆନ୍ଧ୍ର ହସ୍ତକ୍ଷେପ କରିଛି। ସୀମାନ୍ତ…

ମଦ୍ୟପାନ ପରେ ମନେପଡିଲା ଶତ୍ରୁତା! ଠେଙ୍ଗାରେ ପିଟି ପିଟି ଯୁବକଙ୍କୁ ହତ୍ୟା

ବଣାଇଁ,୮।୫( ପ୍ରଦୀପ ତ୍ରିପାଠୀ ): ସବୁ ଠିକ ଥିଲା, ଭୋଜିରେ ମଦ୍ୟପାନ କରିବା ପରେ ମନେ ପଡିଯାଇଥିଲା ପୂର୍ବ ଶତ୍ରୁତା। ପ୍ରଥମେ ବଚସା ପରେ ହତ୍ୟା ।…

ରୁଷିଆ ଉପରେ ବଡ଼ ଆକ୍ରମଣ ଆରମ୍ଭ କଲା ୟୁକ୍ରେନ, ବିଜୟ ଦିବସ ଅବସରରେ ପୁଟିନ କରିଥାନ୍ତେ ଯୁଦ୍ଧବିରତି ଘୋଷଣା

କିଭ୍,୮।୫: ମଧ୍ୟପ୍ରାଚ୍ୟ ବ୍ୟତିତ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ। ବିଭିନ୍ନ କାରଣକୁ ତୁଳନା କରିବା ପରେ ରୁଷିଆ ରାଷ୍ଟ୍ରପତି ପୁଟିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri