Advertisement

ଉଦ୍ୟୋଗୀଙ୍କୁ ପ୍ରୋତ୍ସାହନ ଦେବ ବିଏନ୍‌ଆଇ-ଗ୍ରେଟର ଓଡ଼ିଶା

କଟକ,୧୨ା୧୧: ବିଶ୍ୱସ୍ତରୀୟ ବାଣିଜି୍ୟକ ନେଟ୍‌ଓ୍ବର୍କଂ ସଂସ୍ଥା ବିଜ୍‌ନେସ ନେଟ୍‌ଓ୍ବର୍କଂ ଇଣ୍ଟରନ୍ୟାଶନାଲ (ବିଏନ୍‌ଆଇ)ର ସ୍ବୀକୃତିପ୍ରାପ୍ତ ସଂସ୍ଥା ବିଏନ୍‌ଆଇ-ଗ୍ରେଟର ଓଡ଼ିଶାର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସ୍ଥାନୀୟ ପ୍ରମୋଦ ରେସର୍ଟଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଓଡ଼ିଶା ରାଜ୍ୟ ମୁଖ୍ୟ ଡ. ନିହାର ରଞ୍ଜନ ରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ୟୁସିସିଆଇର ସଭାପତି ବହ୍ମାନନ୍ଦ ମିଶ୍ର ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମେତ ବିଏନ୍‌ଆଇ ଇଣ୍ଡିଆର ଆଞ୍ଚଳିକ ନିର୍ଦ୍ଦେଶକ ସିଏସ୍‌ ସୁନିତା ମହାନ୍ତି, ନମ୍ରତା ସାମଲ ଏବଂ ଡିଷ୍ଟ୍ରିକ ଡାଇରେକ୍ଟର ବିମଲ ସାମଲ ଓ ଅନ୍ୟ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ବିଏନ୍‌ଆଇ-ଗ୍ରେଟର ଓଡ଼ିଶାର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଦୀପ ଅଗ୍ରଓ୍ବାଲ କହିଛନ୍ତି, ରାଜ୍ୟରେ ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରିବା ସହ ବେକାରି ଓ ବେରୋଜଗାରି ସଂଖ୍ୟା ହ୍ରାସ ପାଇଁ ଅନୁଷ୍ଠାନ କାର୍ଯ୍ୟ କରିବ ବୋଲି ସେ ମତପ୍ରକାଶ କରିଥିଲେ। ସେହିଭଳି ଓଡ଼ିଶାରେ ଛୋଟଠାରୁ ବଡ ସବୁବର୍ଗର ବ୍ୟବସାୟୀଙ୍କ ଜରିଆରେ ସଂସ୍ଥାର ଆଭିମୁଖ୍ୟ ପୂରଣ ସାଙ୍ଗକୁ ନୂତନ ଷ୍ଟାର୍ଟଅପ୍‌ଗୁଡିକୁ ମଧ୍ୟ ଆବଶ୍ୟକ ସହଯୋଗ ଯୋଗାଇ ଦିଆଯିବ ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଏମ୍‌ର ମୂଲ୍ୟ ଘୋଷଣା

ନୂଆଦିଲ୍ଲୀ,୧୪ା୯: ଟୟୋଟା କିର୍ଲୋସ୍କର ମୋଟର (ଟିକେଏମ୍‌) ପକ୍ଷରୁ ନ୍ୟୁ ଟୟୋଟା ଅର୍ବାନ କ୍ରୁଜର ହାଇରାଇଡରର ମୂଲ୍ୟ ଘୋଷଣା କରାଯାଇଛି। ଏପରିକି ପର୍ଯ୍ୟାୟକ୍ରମେ ଘୋଷିତ ହେବାକୁ ଥିବା...

ଓ୍ବାର୍କ ଫ୍ରମ୍‌ ହୋମ୍‌ ଲାଗି ଏସ୍‌ବିଆଇର ବଡ଼ ଯୋଜନା: ଯେକୌଣସି ସ୍ଥାନରୁ କାମ କରିପାରିବେ କର୍ମଚାରୀ

ମୁମ୍ବାଇ,୧୪।୭: କୋଭିଡ୍‌ ଯୋଗୁ ବର୍ତ୍ତମାନ ଅଫିସ କଲ୍‌ଚର ବଦଳିଯାଇଛି। ଲୋକମାନେ ଓ୍ବାର୍କ ଫ୍ରମ୍‌ ହୋମ୍‌ ବା ଘରେ ରହି କାମ କରୁଛନ୍ତି। ସଂକ୍ରମଣ ଭୟ ରହୁଥିବାରୁ...

ଶେଷରେ ଶେୟାର ବିକିଲେ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ,୧୧।୧୧: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମେରିକୀୟ ଇଲେକ୍ଟ୍ରିକ କାର୍‌ କମ୍ପାନୀ ଟେସ୍‌ଲାର ସିଇଓ ଏଲନ ମସ୍କ ଶେଷରେ ଶେୟାର ବିକିଛନ୍ତି। ନିଜ କମ୍ପାନୀର...

ଜିଓ ଫାଇବରର ନୂଆ ଟାରିଫ୍‌ ପ୍ଲାନ୍‌

ମୁମ୍ବାଇ,୧।୯: ରିଲାଏନ୍ସ ଜିଓର ସଫଳତା ପରେ କମ୍ପାନୀ ତା’ର ନୂଆ ବ୍ରଡ୍‌ବ୍ୟାଣ୍ଡ ସେବା ‘ଜିଓ ଫାଇବର’ ଜରିଆରେ ଗ୍ରାହକଙ୍କୁ ଆକର୍ଷଣୀୟ ଅଫର ପ୍ରଦାନ କରୁଛି। ‘ନୂଆ...

ରେଲଓ୍ବେ ଲାଗି ଓଡ଼ିଶାକୁ ୬୯୯୫ କୋଟି

ଭୁବନେଶ୍ୱର: ବଜେଟ ୨୦୨୧-୨୨ରେ ଓଡିଶାକୁ ବ୍ୟୟ ବରାଦ ବୃଦ୍ଧି କରାଯାଇଛି। ୨୦୨୦-୨୧ରେ ରାଜ୍ୟକୁ ୫୭୫୯.୬୪ କୋଟି ଟଙ୍କା ମିଳିଥିବା ବେଳେ ଚଳିତ ବର୍ଷ ବଜେଟରେ ଏହା...

କୋଇଲା ଆମଦାନୀ ବୃଦ୍ଧି ହେବ

ନୂଆଦିଲ୍ଲୀ,୨୮।୪: କୋଇଲାର ଚାହିଦାକୁ ନଜରରେ ରଖି ଆଗାମୀ ତିନି ବର୍ଷ ପାଇଁ ଭାରତ କୋଇଲା ଆମଦାନୀ ବୃଦ୍ଧି କରିବ ବୋଲି କେନ୍ଦ୍ର ମନ୍ତ୍ରୀ ଆର୍‌କେ ସିଂହ...

ସୁଧାର ପଥରେ ଅର୍ଥ ବ୍ୟବସ୍ଥା: ଅର୍ଥ ସଚିବ

ନୂଆଦିଲ୍ଲୀ: ଅର୍ଥ ବ୍ୟବସ୍ଥାରେ ବର୍ତ୍ତମାନ ସୁଧାର ପରିଲକ୍ଷିତ ହେଉଛି। ଅକ୍ଟୋବର ମାସରେ ପରୋକ୍ଷ ଟିକସ ସଂଗ୍ରହ ବଢିଛି। କୋଭିଡ-୧୯ ଯୋଗୁ ଦେଶ ମଧ୍ୟରେ ଉପୁଜିଥିବା ସମସ୍ୟା...

ଭାରତକୁ ଟ୍ରେଡ୍‌ ଓ୍ବାର୍‌ ଲାଭ;ରପ୍ତାନି ବୃଦ୍ଧିରେ ବିଶ୍ୱରେ ଏକମାତ୍ର ଦେଶ

ନୂଆଦିଲ୍ଲୀ,୨-୮: ଆମେରିକା ଓ ଚାଇନା ମଧ୍ୟରେ ଟ୍ରେଡ୍‌ ଓ୍ବାର୍‌ ଆରମ୍ଭ ହୋଇଥିବା ବେଳେ ଏସିଆରେ ଭାରତ ଏକମାତ୍ର ଦେଶ ଯିଏକି ଅଧିକ ରପ୍ତାନି କରିବାରେ ସଫଳ...

Advertisement
Archives

Model This Week