Posted inଜାତୀୟ

ଅମରାବତିରେ ଡଙ୍ଗାବୁଡି: ୧୧ ମୃତ, ୮ ନିଖୋଜ

ୱାର୍ଧା,୧୪ ।୯: ମହାରାଷ୍ଟ୍ରର ଅମରାବତିରେ ଡଙ୍ଗା ଓଲଟି ଯିବାରୁ ୧୧ ଜଣଙ୍କ ମୃତ୍ୟୁ ହେବା ସହ ପ୍ରାୟ ୮ ଜଣ ନିଖୋଜ ଥିବା ଜଣାପଡିଛି । ୱାର୍ଧା ନଦୀରେ ଏହି ଦୁର୍ଘଟଣା ଘଟିଥିବା ବେଳେ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଲଗାଣ ବର୍ଷା ଫଳରେ ପ୍ରାୟ ସମସ୍ତ ନଦୀ ଫୁଲିଛି । ଜଳର ସ୍ରୋତ ଅଧିକ ଥିବାରୁ ଉଦ୍ଧାର କାର୍ଯ୍ୟରେ ସାମାନ୍ୟ ବାଧା ସୃଷ୍ଟି ହୋଇଥିବା କୁହାଯାଉଛି । ତେବେ କେଉଁ କାରଣ ପାଇଁ ଡଙ୍କାଟି ବୁଡିଗଲା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଆବଶ୍ୟକତାଠାରୁ ଅଧିକ ଲୋକ ଡଙ୍ଗାରେ ଥିବାରୁ ଏହା ବୁଡି ଯାଇଥିବା ଅନୁମାନ କରାଯାଉଛି । ତେବେ ଡଙ୍ଗାଟି ଓଲଟିବା ଦେଖି ସ୍ଥାନିୟ ଲୋକେ ଉଦ୍ଧାର କରିବାକୁ ଯାଇଥିବା ବେଳେ ପରେ ଖବର ପାଇ ଉଦ୍ଧାରକାରୀ ଦଳ ସେଠାରେ ପହଞ୍ଚିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri