Posted inଜାତୀୟ

କେରଳରେ ଡଙ୍ଗାବୁଡ଼ି, ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି

ଥିରୁଭାନନ୍ତପୁରମ୍‌,୮ା୫: କେରଳର ମାଲାପୁରମ୍‌ ଜିଲାର ତନୁର ନିକଟରେ ରବିବାର ରାତିରେ ଏକ ଡଙ୍ଗାବୁଡ଼ି ଯାଇଥିଲା। ଆଜି ଏହି ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚିଛି। ଏହି ଡଙ୍ଗାରେ ପ୍ରାୟ ୪୦ରୁ ୫୦ ଜଣ ଯାତ୍ରୀ ଥିଲେ। ମନ୍ତ୍ରୀ ଭି.ଅବ୍‌ଦୁରହିମନ କହିଛନ୍ତି, ବର୍ତ୍ତମାନ ମୃତ୍ୟୁସଂଖ୍ୟା ୨୧ପହଞ୍ଚିଥିବା ବେଳେ ୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଅଧିକ ଲୋକ ଡଙ୍ଗା ତଳେ ଫସି ରହିଥିବା ଜଣାପଡିଛି। ବୁଡ଼ି ଯାଇଥିବା ଡଙ୍ଗାକୁ କୂଳକୁ ଆଣିବା ପାଇଁ ପ୍ରୟାସ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri