Posted inଜାତୀୟ

୩୩ ପିଲାଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡିଲା: ୧୬ ନିଖୋଜ

ମୁଜାଫରପୁର,୧୪।୯: ବିହାରର ମୁଜାଫରପୁରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବାଗମତି ନଦୀରେ ୩୩ ପିଲାଙ୍କୁ ନେଇ ଯାଉଥିବା ଡଙ୍ଗା ନଦୀରେ ବୁଡ଼ି ଯାଇଛି। ସେଥିମଧ୍ୟରୁ ୧୬ ଜଣ ନିଖୋଜ ଥିବା ଜଣାଯାଇଛି। ଏପର୍ଯ୍ୟନ୍ତ ୧୭ ପିଲାଙ୍କୁ ଉଦ୍ଧାର କରାଯାଇଛି । ପିଲାମାନେ ଡଙ୍ଗାରେ ସ୍କୁଲ ଯାଉଥିଲେ। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ଗାୟଘାଟ ଏବଂ ବେନିବାଦ ପୋଲିସ ସହିତ ଏସଡିଆରଏଫ ଟିମ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଘଟଣାସ୍ଥଳରେ ଉପସ୍ଥିତ ଗ୍ରାମବାସୀ କହିଛନ୍ତି ଯେ, ପ୍ରତ୍ୟେକ ଦିନ ଭଳି ଗୁରୁବାର ପିଲାମାନେ ଏକ ଡଙ୍ଗାରେ ସ୍କୁଲ ଯାଉଥିଲେ। ଡଙ୍ଗାରେ ୩୩ ଅଧିକ ପିଲା ଥିଲେ। ପ୍ରବଳ ସ୍ରୋତ ଯୋଗୁ ଡଙ୍ଗା ଭାରସାମ୍ୟ ହରାଇ ନଦୀରେ ଓଲଟି ପଡିଥିଲା। ଦୁର୍ଘଟଣା ପରେ ଡଙ୍ଗାରେ ଥିବା ପିଲାମାନେ ଚିତ୍କାର କରିଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ବହୁ ସଂଖ୍ୟାରେ ଲୋକ ଘଟଣାସ୍ଥଳରେ ଏକତ୍ରିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri