ଚିଲିକାରେ ଡଙ୍ଗା ବୁଡିବା ଘଟଣା: ନିଖୋଜ ବ୍ୟକ୍ତିଙ୍କ ଏଯାଏ ମିଳିନି ପତ୍ତା

ଖୋର୍ଦ୍ଧା ଅଫିସ,୬।୫: ଚିଲିକା ଡଙ୍ଗା ବୁଡି ଘଟଣାରେ ଜଣେ ନିଖୋଜ ଥିବା ବ୍ୟକ୍ତଙ୍କ ଏଯାଏ ପତ୍ତା ମିଳି ନଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ସୂଚନାଯୋଗ୍ୟ, ଗୁରୁବାର ଚିଲିକାରୁ ଏକ ଡଙ୍ଗାରେ ୮ ପର୍ଯ୍ୟଟକଙ୍କ ସହ ୧୧ ଜଣ ଫେରୁଥିଲେ। ସେତିକିବେଳେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ଡଙ୍ଗାଟି ବୁଡିଯାଇଥିଲା। ସମସ୍ତ ପଯର୍ର୍‌ୟଟକ ଲାଇଫ୍‌ ଜ୍ୟାକେଟ୍‌ ପିନ୍ଧିଥିବାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳବାସୀ

ଚିତ୍ରକୋଣ୍ଡା,୨୬।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳବାସୀ ୨ ଦିନ ଧରି ଆନ୍ଦୋଳନ କରିବା ପରେ ପ୍ରଶାସନିକ ଅଧିକାରୀମାନେ ଆନ୍ଦୋଳନସ୍ଥଳରେ ପହଞ୍ଚି ସମସ୍ୟା ଉପରେ ଆଲୋଚନା କରି...

ମହିଳାଙ୍କ ଶାଢ଼ିରେ ଲାଗିଲା ନିଆଁ

ରାଉରକେଲା ଅଫିସ,୧୯।୨: ଦୀପରୁ ଶାଢିକାନିରେ ନିଆଁ ଲାଗିଯିବାରୁ ଜଣେ ମହିଳା ଅଳ୍ପକେ ବର୍ତ୍ତିଛନ୍ତି। ଏଭଳି ଅଘଟଣ ଶନିବାର ଉଦିତନଗର ସ୍ଥିତ ମାଲଗୋଦାମ ଖଟାଲ ବସ୍ତିରେ ଥିବା...

ଜେଲରୁ ମୁକୁଳିଲେଣି ୭୨୫୫ କଏଦୀ

କଟକ ଅଫିସ୍‌,୧୫।୫: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଜେଲ୍‌ରୁ କଏଦୀଙ୍କୁ ମୁକୁଳାଇବା ନେଇ ଗଠିତ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ପାଣିଟାଙ୍କିରେ ମାଛଚାଷ

ବୈପାରିଗୁଡା,୯।୧୧ (ଡି.ଏନ୍‌.ଏ):  ଚାଷୀଙ୍କ ବିକାଶ ପାଇଁ ସରକାରଙ୍କ ଅନେକ ଯୋଜନା ରହିଛି ା ମାତ୍ର ସେସବୁ ଦୁର୍ଗମ ଆଦିବାସୀ ଅଞ୍ଚଳରେ ପହଞ୍ଚତ୍ପାରୁନି। ମାଛଚାଷ ହେଉଛି ଏହାର...

ପ୍ରଶାସନର ନିର୍ଦ୍ଦେଶ ମାନୁନାହାନ୍ତି ପରିମଳ ଠିକାଦାର

ଗଞ୍ଜାମ,୫ା୮(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନବଜାରଠାରୁ ବଡ଼ ବଜାର ପର୍ଯ୍ୟନ୍ତ ମୁଖ୍ୟ ରାସ୍ତାରେ ବୁଲା ଗାଈଗୋରୁ ପାଇଁ ଅଞ୍ଚଳବାସୀ ଅତିଷ୍ଠ ହୋଇ ପଡ଼ିଲେଣି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ...

ଉନ୍ନତି କରିବ ଉପାନ୍ତ ଗାଁ

ଢେଙ୍କାନାଳ ଅଫିସ, ୩୦।୯: ଦୁର୍ଗମ ଗାଁକୁ ଫିଟିବ ରାସ୍ତା। ଅପହଞ୍ଚ ଅଞ୍ଚଳରେ ପହଞ୍ଚତ୍ବ ବିକାଶ। ଗୁରୁବାର ଢେଙ୍କାନାଳ ଗସ୍ତରେ ଆସିଥିବା ଉତ୍ତରାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି)...

ଘର ମିଳୁନାହିଁ, ଝାଟି ମାଟି ଘର ସାହା

କେନ୍ଦୁଝର, ୯ା୧୨(ସ୍ବ.ପ୍ର.)-ସରକାର ବିଭିନ୍ନ ଯୋଜନାରେ ଗରିବ ଲୋକଙ୍କୁ ବିଶେଷ କରି ଗୃହହୀନ ଆଦିବାସୀଙ୍କୁ ମାଗଣାରେ ଘର ଯୋଗାଇଦେଉଥିବା ବେଳେ ସଦର ବ୍ଲକ ଯୋଗୀମଠ ମୁଣ୍ଡା ସାହିରେ...

୧୬୫ ଗାଁକୁ ପହଞ୍ଚତ୍ପାରୁନି ଆମ୍ବୁଲାନ୍ସ

ନବରଙ୍ଗପୁର, ୧୦।୮(ବି.ପ୍ର.): ପ୍ରଶାସନ ଓ ଲୋକ ପ୍ରତିନିଧିଙ୍କ ଦୁର୍ବଳତା ଯୋଗୁ ଜିଲାରେ ଏଯାଏ ୧୬୫ ଗାଁକୁ ଆମ୍ବୁଲାନ୍ସ ପହଞ୍ଚତ୍ ପାରୁନାହିଁ। ୭୭ ଗାଁକୁ ପଦାଚଲା ରାସ୍ତା...

Advertisement
Archives

Model This Week