ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ କର୍ତ୍ତୃପକ୍ଷ କହିଛନ୍ତି। କର୍ତ୍ତୃପକ୍ଷ କହିଛନ୍ତି ଯେ, ବୋଟ୍‌ରେ ୩୨ ଜଣ ଭାରତୀୟ ପର୍ଯ୍ୟଟକ ଏବଂ ଚାରି ଜଣ କ୍ରୁ ସଦସ୍ୟ ଥିଲେ।

ବୋଟ୍‌ଟି ହୋନ ମେ ରୁଟ୍‌ ଦ୍ୱୀପରୁ ଆନ ଥୋଇ ବନ୍ଦରକୁ ଯାତ୍ରା କରୁଥିବା ସମୟରେ କୂଳରୁ ପ୍ରାୟ ୪୦୦ ମିଟର ଦୂରରେ ବୁଡ଼ି ଯାଇଥିଲା। ଏହି ଅଞ୍ଚଳରେ ସମୁଦ୍ର ଅଶାନ୍ତ ଥିଲା।

ପୂର୍ବରୁ ଭିଏତନାମାରେ ଥିବା ଭାରତୀୟ ଦୂତାବାସ ଅନେକ ଭାରତୀୟ ପର୍ଯ୍ୟଟକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିଯାଇଥିବା ନିଶ୍ଚିତ କରିଥିଲା, ଯାହା ଫଳରେ ସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା।

ଏକ ବିବୃତ୍ତିରେ, ଦୂତାବାସ କହିଛି,  କିଛି ଘଣ୍ଟା ପୂର୍ବରୁ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଅନେକ ଭାରତୀୟ ପର୍ଯ୍ୟଟକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିଯାଇଛି। ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ସମ୍ପୂର୍ଣ୍ଣ ତଥ୍ୟ ହସ୍ତଗତ ହୋଇପାରିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri