Posted inଜାତୀୟ

ବ୍ରହ୍ମପୁତ୍ରରେ ଡଙ୍ଗା ବୁଡ଼ି, ୨୦ ନିଖୋଜ…

ଗୁଆହାଟୀ, ୨୯।୯ : ଆସାମର ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା ବୁଡ଼ି ଯାଇଛି। ଧୁବ୍ରି ଜିଲାରେ ଏହି ଦୁର୍ଘଟଣା ଘଟିଛି। ଡଙ୍ଗାରେ ୫୦ ଜଣ ଲୋକ ଥିଲେ। ସେଥିମଧ୍ୟରୁ ୨୦ ଜଣ ନିଖୋଜ ଥିବା ଜଣାଯାଇଛି।

ଆସାମ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ସିଇଓ ଜ୍ଞାନେନ୍ଦ୍ର ଦେବ ତ୍ରିପାଠୀ ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ସୂଚନା ପାଇବା ପରେ ବରିଷ୍ଠ ଜିଲା ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଲୋକେ ଏକ ଦେଶୀ ଯାନ୍ତ୍ରିକ ଡଙ୍ଗାରେ ଯାତ୍ରା କରୁଥିଲେ। କ୍ଷମତାଠାରୁ ଅଧିକ ଯାତ୍ରୀ ଥିବାରୁ ଡଙ୍ଗାଟି ଭାରସାମ୍ୟ ହରାଇ ବୁଡି ଯାଇଥିବା କୁହାଯାଉଛି।

ନିଖୋଜଙ୍କ ମଧ୍ୟରେ ଜଣେ ସରକାରୀ ଅଧିକାରୀଙ୍କ ସମେତ କେତେକ ସ୍କୁଲ ପିଲା ଥିବା କୁହାଯାଉଛି। ଯୁଦ୍ଧ କାଳୀନ ଭିତ୍ତିିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଅଗ୍ନିବୀରଙ୍କ ପାଇଁ ଏସ୍‌ଏସ୍‌ବିରେ ୫୦% କନ୍‌ଷ୍ଟେବଲ ପଦବୀ ସଂରକ୍ଷିତ

ନୂଆଦିଲ୍ଲୀ,୩୦ା୭: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି) (ଯୁଦ୍ଧ ପାଇଁ ପ୍ରସ୍ତୁତ ସାଧାରଣ ଡ୍ୟୁଟି) ଗ୍ରୁପ୍‌ ‘ସି’ ପଦବୀ ନିଯୁକ୍ତି ନିୟମାବଳୀ, ୨୦୨୬ ଉପରେ…

ପରିବହନ ପ୍ରଦୂଷଣରୁ ପ୍ରତି ୬ ମିନିଟ୍‌ରେ ଜଣକ ଅକାଳ ମୃତ୍ୟୁ

ନୂଆଦିଲ୍ଲୀ,୩୦ା୭: ସଡ଼କ ପରିବହନଜନିତ ପ୍ରଦୂଷଣ ଭାରତରେ ଜନସ୍ବାସ୍ଥ୍ୟ ପ୍ରତି ବଡ଼ ସମସ୍ୟା ସୃଷ୍ଟି କରିଛି। ୨୦୨୪ରେ ଗାଡ଼ିମୋଟରଜନିତ ପ୍ରଦୂଷଣ କାରଣରୁ ପ୍ରତି ୬ ମିନିଟ୍‌ରେ ଜଣେ ବ୍ୟକ୍ତିଙ୍କ…

‘ମହାପ୍ରଭୁ ଜଗନ୍ନାଥ’ ଆନିମେଶନ ଚଳଚ୍ଚିତ୍ର ରିଲିଜ୍‌କୁ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ: କେତେଜଣଙ୍କ ଆପତ୍ତି ପାଇଁ …

ନୂଆଦିଲ୍ଲୀ,୩୦ା୭ : ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’ର ମୁକ୍ତିଲାଭ ଉପରେ ରୋକ ଲଗାଇବାକୁ ଓଡ଼ିଶା ସରକାର କରିଥିବା ଆବେଦନକୁ ବୁଧବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। କେତେଜଣ ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri