କୃଷ୍ଣପ୍ରସାଦ,୧୩।୬: ପୁରୀ ଜିଲା ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା। ୩୦ ଯାତ୍ରୀ ଓ ୧୫ଟି ଗାଡ଼ିକୁ ନେଇ ଉକ୍ତ ଡଙ୍ଗାଟି ଯାଉଥିଲା। ସାତପଡ଼ାରୁ ଜହ୍ନିକୁଦା ଅଭିମୁଖେ ଯାଉଥିଲା ବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସି ରହିଥିବା ସୂଚନା ମିଳିଛି।
କୃଷ୍ଣପ୍ରସାଦ,୧୩।୬: ପୁରୀ ଜିଲା ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା। ୩୦ ଯାତ୍ରୀ ଓ ୧୫ଟି ଗାଡ଼ିକୁ ନେଇ ଉକ୍ତ ଡଙ୍ଗାଟି ଯାଉଥିଲା। ସାତପଡ଼ାରୁ ଜହ୍ନିକୁଦା ଅଭିମୁଖେ ଯାଉଥିଲା ବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସି ରହିଥିବା ସୂଚନା ମିଳିଛି।
ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…
ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…
ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…
ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…
ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…
ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…