ଗୋପ,୨୩।୮(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ଖଣ୍ଡିଆକୁଦ ଠାରେ ମଙ୍ଗଳବାର ଅପରାହ୍ନରେ ଡ଼ଙ୍ଗା ବୁଡ଼ି ଯାଇଛି। ଡଙ୍ଗାରେ ୨୫ରୁ ୩୦ ବନ୍ୟାବିତ୍ପଣ୍ଣ ଯାତ୍ରୀ ଥିବା ବେଳେ ସେମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବରପାଇ ଓଡ୍ରାଫ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି।
Posted inଆମ ଜିଲା ଖବର, ପୁରୀ View All
ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ
ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…
ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ
ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…
ଜଳିଗଲା ୩ ଭାଇଙ୍କ ଘର
ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…
ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…
ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ
ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…
କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….
ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…
ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ
ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…
ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…
ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…
Archives

