ବିନ୍ଦୁ ସାଗରରେ ଡଙ୍ଗା ଭସା ମନା: କଟକଣା ଜାରି କଲା ବିଏମ୍‌ସି

ଭୁବନେଶ୍ବର,୨୬।୧୧(ବ୍ୟୁରୋ)-ଚଳିତବର୍ଷ ମହାମାରୀ କରୋନାକୁ ଦୃଷ୍ଟିରେ ରଖି ସମସ୍ତ ଧାର୍ମିକ କାର୍ଯ୍ୟକ୍ରମ କଟକଣା ଭିତରେ ପାଳିତ ହେଉଛି। କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇବା ଉପରେ କଟକଣା ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଚଳିତ ବର୍ଷ ବିନ୍ଦୁ ସାଗରରେ ଡଙ୍ଗା ଭସାଇ ହେବ ନାହିଁ ବୋଲି ଗୁରୁବାର ବିଏମସି ପକ୍ଷରୁ କୁହାଯାଇଛି। ବିନ୍ଦୁ ସାଗର ସହ ସମସ୍ତ ନଦୀ ଘାଟରେ ମଧ୍ୟ କଟକଣା ଜାରି ହୋଇଛି। ସେହିପରି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମନ୍ଦିର ଯିବା ଉପରେ ମଧ୍ୟ କଟକଣା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri