ବିନ୍ଦୁ ସାଗରରେ ଡଙ୍ଗା ଭସା ମନା: କଟକଣା ଜାରି କଲା ବିଏମ୍‌ସି

ଭୁବନେଶ୍ବର,୨୬।୧୧(ବ୍ୟୁରୋ)-ଚଳିତବର୍ଷ ମହାମାରୀ କରୋନାକୁ ଦୃଷ୍ଟିରେ ରଖି ସମସ୍ତ ଧାର୍ମିକ କାର୍ଯ୍ୟକ୍ରମ କଟକଣା ଭିତରେ ପାଳିତ ହେଉଛି। କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇବା ଉପରେ କଟକଣା ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଚଳିତ ବର୍ଷ ବିନ୍ଦୁ ସାଗରରେ ଡଙ୍ଗା ଭସାଇ ହେବ ନାହିଁ ବୋଲି ଗୁରୁବାର ବିଏମସି ପକ୍ଷରୁ କୁହାଯାଇଛି। ବିନ୍ଦୁ ସାଗର ସହ ସମସ୍ତ ନଦୀ ଘାଟରେ ମଧ୍ୟ କଟକଣା ଜାରି ହୋଇଛି। ସେହିପରି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମନ୍ଦିର ଯିବା ଉପରେ ମଧ୍ୟ କଟକଣା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଜଣେ ମୃତ, ୪ ଘଣ୍ଟା ରାସ୍ତା ଅବରୋଧ

ଅନୁଗୋଳ ଅଫିସ,୬।୬ ଅନୁଗୋଳ ଜିଲା ମହୀଧରପୁର ଫାଣ୍ଡି ଫୁଲପଡା ପାୱାର ଗ୍ରୀଡ୍‌ କମାର ସାହି ନିକଟରେ ରବିବାର ସକାଳେ ଏକ ପରିବା ବୋଝେଇ ଟାଟା ଏସିଇ...

ମିସେସ୍‌ ୱାଲର୍‌ଡ ପ୍ରତିଯୋଗିତାରେ ରାଜଗାଙ୍ଗପୁରର ନବଦୀପ

ରାଜଗାଙ୍ଗପୁର, ୨୯ା୧୨(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଅଞ୍ଚଳର ବୋହୂ ନବଦୀପ କୌର (୩୨) ମିସେସ୍‌ ଓ୍ବାଲର୍‌ଡ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ମନୋନୀତ ହୋଇଛନ୍ତି। ଆସନ୍ତା ଜାନୁୟାରୀ...

ପରିବହନରେ ଜିପିଏସ୍‌ ବ୍ୟବସ୍ଥା ବାଟବଣା

ଯାଜପୁର ଅଫିସ,୪ା୧୧: ଯାଜପୁର ଓ କେନ୍ଦୁଝର ଜିଲାରେ ମୂଲ୍ୟବାନ ଖଣିଜ ପଦାର୍ଥ ପରିବହନକୁ ସୁନିୟନ୍ତ୍ରିତ କରିବାକୁ ଜିପିଏସ୍‌ (ଗ୍ଲୋବାଲ ପୋଜିଶନିଂ ସିଷ୍ଟମ) ଉପରେ ଗୁରୁତ୍ୱାରୋପ କରାଯାଇଛି।...

ମୋବାଇଲ ଅଛି, ନେଟଓ୍ବର୍କ ନାହିଁ: ଅପହଞ୍ଚ ଇଲାକାରେ ମୋବାଇଲ ଫୋନ ସେବା ବିଚ୍ଛିନ୍ନ

ଲେଫ୍ରିପଡା,୧୦।୧(ଡି.ଏନ.ଏ) -ସୁନ୍ଦରଗଡ ଜିଲା ଲେଫ୍ରିପଡା ବ୍ଲକ୍‌ ଅନ୍ତର୍ଗତ ରାଜବାହାଲ ପଞ୍ଚାୟତ ଏକ ଆଦିବାସୀ ଅଧ୍ୟୁଷିତ ଉପାନ୍ତ ଅଞ୍ଚଳ। ଏହା ଦୁର୍ଗମ ପାହାଡି ଅଞ୍ଚଳରେ ରହିଥିବା ବେଳେ...

ଆବାସ ବଣ୍ଟନ: ମାହାଙ୍ଗାରେ ବ୍ୟାପକ ଅନିୟମିତତା ଅଭିଯୋଗ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ବିଶେଷ କରି ସରକାରୀ ଅଫିସରମାନେ ଶାସକ ଦଳର କର୍ମୀଙ୍କୁ ପକ୍କାଘର ବଣ୍ଟନ କରିବା ସହ...

ପରିବା ଭିତରେ ଗଞ୍ଜେଇ ଚାଲାଣ

ରାଜଗାଙ୍ଗପୁର, ୨।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୋଲିସ ଦ୍ୱାରା ମଙ୍ଗଳବାର ପରିବା ଭିତରେ ଗଞ୍ଜେଇ ଚାଲାଣ ଘଟଣା ଧରାପଡ଼ିଛି। ପୋଲିସ ୫୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ...

ପାରାଦୀପରେ ମାରାତ୍ମକ: ପ୍ରଦୂଷଣ ପ୍ରସଙ୍ଗ ସବୁ ଶିଳ୍ପସଂସ୍ଥାକୁ ଜରିମାନା ନୋଟିସ

ପାରାଦୀପ, ୮।୨ (ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା ପାରାଦୀପରେ ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ସମେତ ଏସିଆର ବୃହତ୍‌ ସାର କାରଖାନା ଓ ବୃହତ୍‌ ବିଶୋଧନାଗାର...

‘ଅସାନି’ ପ୍ରଭାବ: ୮ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ କେତେକ ଜିଲାରେ ବର୍ଷା ଲାଗି...

Advertisement
Archives

Model This Week