ଭୁବନେଶ୍ୱର,୧୩।୧: ବ୍ୟାଙ୍କ ଅଫ୍ ବରୋଦା (ବିଓବି)ର ବହୁ ପ୍ରତୀକ୍ଷିତ ତଥା କୃଷକଙ୍କ ସହିତ ବ୍ୟାଙ୍କର ବାର୍ଷିକ ଯୋଗାଯୋଗ କାର୍ଯ୍ୟକ୍ରମ ‘ବରୋଦା କିସାନ୍ ପଖୱାଡ଼ା’ର ୬ଷ୍ଠ ସଂସ୍କରଣ ନିକଟରେ ସଫଳତାର ସହ ଶେଷ ହୋଇଛି। ବିଶେଷ କରି ଉକ୍ତ କାର୍ଯ୍ୟକ୍ରମ (କୃଷି ମହୋତ୍ସବ) ସମୟରେ ବ୍ୟାଙ୍କ ଦେଶର ମୋଟ ୪,୬୫,୦୦୦ରୁ ଅଧିକ କୃଷକଙ୍କ ସହିତ ଯୋଗାଯୋଗ କରିଥିଲାବେଳେ ୨୨୦୦କୋଟିରୁ ଅଧିକ ଟଙ୍କାର ଋଣ ମଞ୍ଜୁର କରିଛି। ସେହିଭଳି ସମଗ୍ର ଦେଶରେ ବ୍ୟାଙ୍କର ଅର୍ଦ୍ଧ ସହରାଞ୍ଚଳ ଏବଂ ଗ୍ରାମୀଣ ଶାଖା ଗୁଡ଼ିକର ନେଟୱର୍କ, ଯାହା ମୁଖ୍ୟତଃ କୃଷି ଗ୍ରାହକମାନଙ୍କୁ ସେବା ପ୍ରଦାନ କରିଥାଏ ଏବଂ କେତେକ ମେଟ୍ରୋ ଏବଂ ସହରାଞ୍ଚଳ ଶାଖା ସକ୍ରିୟ ଭାବେ ଉକ୍ତ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲା। ଏପରିକି ବ୍ୟାଙ୍କ ୧୫ ଦିନ ମଧ୍ୟରେ ଅନେକ କୃଷକ ସଭା, ଚୌପାଲ୍, କିଷାନ୍ ମେଳା ଓ ସ୍ବାସ୍ଥ୍ୟ ଶିବିର (ମାଟି, ପଶୁ ଓ କୃଷକମାନଙ୍କ ପାଇଁ) ଆୟୋଜନ କରିଥିଲା। ବିଓବିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅଜୟ.କେ. ଖୁରାନା କହିଛନ୍ତି, ବରୋଦା କିଷାନ୍ ପଖୱାଡ଼ାର ୬ଷ୍ଠ ସଂସ୍କରଣର ସମାପନ ସମ୍ପର୍କରେ ଘୋଷଣା କରି ଆମେ ବେଶ ଉତ୍ସାହିତ ଅଛୁ।
ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!
୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…
ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ
ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…
ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ
ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…
ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ
ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…
ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା
ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…
କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍ର ପାଣି, ଯୋଗାଯୋଗ ବିଛିନ୍ନ
ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…
ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…
ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…
ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ
ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…
Archives

