ଉତ୍କର୍ଷ ଓଡ଼ିଶାରେ ବିଓବିର ସର୍ବବୃହତ୍‌ ଷ୍ଟଲ୍‌

ଭୁବନେଶ୍ୱର,୩୧।୧: ଓଡ଼ିଶା ସରକାରଙ୍କ ବହୁ ପ୍ରତୀକ୍ଷିତ ନିବେଶ ସମ୍ମିଳନୀ ‘ଉତ୍କର୍ଷ ଓଡ଼ିଶା: ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ୨୦୨୫’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରର ଜନତା ମଇଦାନ ଠାରେ ଆୟୋଜିତ ଏହି ୪ ଦିନିଆ ନିବେଶ ମହାକୁମ୍ଭରେ ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ଏକ ସର୍ବବୃହତ୍‌ ଷ୍ଟଲ୍‌ ସମ୍ମିଳନୀ ପରିସରରେ କରାଯାଇଥିଲା। ଏହା ଜରିଆରେ ବ୍ୟାଙ୍କର ବିଭିନ୍ନ ସେବା, ସୁବିଧା ଓ ଯୋଜନାଗୁଡିକୁ ସୁନ୍ଦର ଭାବେ ପ୍ରଦର୍ଶିତ କରାଯାଇଥିଲା। ସେହିଭଳି ଅତ୍ୟାଧୁନିକ ଏମ୍‌ଏସ୍‌ଏମ୍‌ଇ ଉପତ୍ାଦଗୁଡ଼ିକୁ ଏହି ଅବସରରେ ପ୍ରଦର୍ଶନ କରାଇ ବ୍ୟାଙ୍କ ଏମ୍‌ଏସ୍‌ଏମ୍‌ଇ ଓ କର୍ପୋରେଟ୍‌ ଗ୍ରାହକମାନଙ୍କର ବିଭିନ୍ନ ଆବଶ୍ୟକତା ପୂରଣକରିବା ବିଓବିର ମୂଳଲକ୍ଷ୍ୟ ଥିଲା। ଯାହା ଏମ୍‌ଏସ୍‌ଏମ୍‌ଇ ଏବଂ କରେଣ୍ଟ ଆକାଉଣ୍ଟ ସେଗ୍‌ମେଣ୍ଟ ଅଧୀନରେ ଏନ୍‌ଟିବି (ନ୍ୟୁ ଟୁ ବ୍ୟାଙ୍କ) ଲିଡ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ସଂଖ୍ୟା ସୃଷ୍ଟି କରି ସଫଳ ହୋଇଛି। ଏହି ପରିପ୍ରେକ୍ଷୀରେ ବିଓବିର ଏମ୍‌ଡି ତଥା ସିଇଓ ଦେବଦତ୍ତ ଚାନ୍ଦ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲା ବେଳେ ବିଓବିର ଭୁବନେଶ୍ୱର ଅଞ୍ଚଳ ମହାପ୍ରବନ୍ଧକ ତଥା ଅଞ୍ଚଳ ମୁଖ୍ୟ ସ୍ବପ୍ନା ବନ୍ଦୋପାଧ୍ୟାୟ, ଉପ ମହାପ୍ରବନ୍ଧକ (ବ୍ୟବସାୟ ବିକାଶ) ଏସ୍‌.ପି.ନାୟକ ଏବଂ ଭୁବନେଶ୍ୱର କ୍ଷେତ୍ରୀୟ ମୁଖ୍ୟ ଭିଏମ୍‌ଏନ୍‌ଏସ୍‌ ସାଇବାବୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri