ବିଓବିର ନୂତନ ଉତ୍ପାଦ ‘ନ୍ୟାଶନାଲ କମନ୍‌ ମୋବିଲିଟି କାର୍ଡ’

ଭୁବନେଶ୍ୱର, ୭।୧୨: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ର ନୂତନ ଉତ୍ପାଦ ‘ନ୍ୟାଶନାଲ କମନ୍‌ ମୋବିଲିଟି କାର୍ଡ’ ବା ଏନ୍‌ସିଏମ୍‌ସି ରୂପେ ରିଲୋଡେବଲ୍‌ ପ୍ରିପେଡ୍‌ କାର୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ କାର୍ଡ ବସ୍‌, ଟ୍ରେନ୍‌, କ୍ୟାବ୍‌, ଫେରି, ଟୋଲ୍‌ ଏବଂ ପାର୍କିଂ ଆଦି ପାଇଁ ମଧ୍ୟ ବ୍ୟବହାର କରାଯାଇପାରିବ। ଏପରିକି ପିଓଏସ୍‌ ଏବଂ ଇ-କମର୍ସ ଜରିଆରେ ଦୈନନ୍ଦିନ ଏଟିଏମ୍‌ରୁ ନଗଦ ଉଠାଣ ଏବଂ ଦେୟ ପାଇଁ ମଧ୍ୟ ଏହି କାର୍ଡ ବ୍ୟବହାର ହୋଇପାରିବ।

ଏ ସମ୍ପର୍କରେ ବିଓବିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଲାଲ୍‌ ସିଂହ କହିଛନ୍ତି,ବିଓବିର ଏନ୍‌ସିଏମ୍‌ସି ରୂପେ ପ୍ରିପେଡ୍‌ କାର୍ଡ କ୍ୟାଶ୍‌ଲେସ୍‌, ଅନ୍‌ ଦି-ଗୋ ଟ୍ରାଞ୍ଜାକ୍ସନରେ ଏକ ନୂତନ ଦିଗ ଯୋଡ଼ିଛି ଏବଂ ଗ୍ରାହକଙ୍କ ପାଇଁ ସାର୍ବଜନୀନ ପରିବହନ ଅନୁଭୂତିରେ ଉନ୍ନତି ଆଣିବା ସମ୍ଭାବନା ରହିଛି। ଏକାଧିକ ବ୍ୟବହାର କେସ୍‌ ସହିତ କାର୍ଡ ଧାରକମାନଙ୍କୁ ବହୁ ସୁବିଧା, ନମନୀୟତା ଏବଂ ସୁରକ୍ଷା ପ୍ରଦାନ କରିଥାଏ।

ଏପରିକି ଉକ୍ତ କାର୍ଡଧାରୀମାନେ ବ୍ୟାଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଏକ ଉତ୍ସର୍ଗୀକୃତ ପୋର୍ଟାଲ ମାଧ୍ୟମରେ ଅନ୍‌ଲାଇନ ୱାଲେଟରେ ଟଙ୍କା ଲୋଡ୍‌-ପୁନଃ ଲୋଡ୍‌ କରିପାରିବେ। ଅଫ୍‌ଲାଇନ୍‌ ୱାଲେଟ୍‌ ପରିବହନ ସ୍ଥାନରେ ନିର୍ଦ୍ଦିଷ୍ଟ ଏନ୍‌ସିଏମ୍‌ସି ଟର୍ମିନାଲ୍‌ ଅପରେଟରରେ ପୁନଃ ଲୋଡ୍‌ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍‌! ଏବେଠୁ କିଣି ନିଅନ୍ତୁ…

ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

ରେଲଓ୍ବେ ଦେଲା ବଡ଼ ଖୁସି ଖବର: ତତ୍କାଳ ଟିକେଟ ବୁକିଂ ହେଲା ସହଜ , ଏଣିକି…

ନୂଆଦିଲ୍ଲୀ,୩୦।୧: ଭାରତୀୟ ରେଳବାଇ ତତ୍କାଳ ଟିକେଟ ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛି। ଏବେ ଯାତ୍ରୀମାନେ ଶୀଘ୍ର ଏବଂ ସହଜରେ ଟିକେଟ ପାଇପାରିବେ। ନୂତନ ନିୟମ ଅନୁଯାୟୀ,…

ହଠାତ୍‌ ହଜାର ହଜାର ଟଙ୍କା କମିଗଲା ସୁନା ଦର: ରୁପା ଦର୍‌ରେ ବି ଲାଗିଲା ବ୍ରେକ୍‌

ନୂଆଦିଲ୍ଲୀ,୩୦।୧: କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ସୁନା ଏବଂ ରୁପା ମୂଲ୍ୟରେ ବ୍ରେକ୍‌ ଲାଗିଛି। ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରାୟ ୮,୦୦୦ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri