ବିଓବିର ନୂତନ ଉତ୍ପାଦ ‘ନ୍ୟାଶନାଲ କମନ୍‌ ମୋବିଲିଟି କାର୍ଡ’

ଭୁବନେଶ୍ୱର, ୭।୧୨: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ର ନୂତନ ଉତ୍ପାଦ ‘ନ୍ୟାଶନାଲ କମନ୍‌ ମୋବିଲିଟି କାର୍ଡ’ ବା ଏନ୍‌ସିଏମ୍‌ସି ରୂପେ ରିଲୋଡେବଲ୍‌ ପ୍ରିପେଡ୍‌ କାର୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ କାର୍ଡ ବସ୍‌, ଟ୍ରେନ୍‌, କ୍ୟାବ୍‌, ଫେରି, ଟୋଲ୍‌ ଏବଂ ପାର୍କିଂ ଆଦି ପାଇଁ ମଧ୍ୟ ବ୍ୟବହାର କରାଯାଇପାରିବ। ଏପରିକି ପିଓଏସ୍‌ ଏବଂ ଇ-କମର୍ସ ଜରିଆରେ ଦୈନନ୍ଦିନ ଏଟିଏମ୍‌ରୁ ନଗଦ ଉଠାଣ ଏବଂ ଦେୟ ପାଇଁ ମଧ୍ୟ ଏହି କାର୍ଡ ବ୍ୟବହାର ହୋଇପାରିବ।

ଏ ସମ୍ପର୍କରେ ବିଓବିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଲାଲ୍‌ ସିଂହ କହିଛନ୍ତି,ବିଓବିର ଏନ୍‌ସିଏମ୍‌ସି ରୂପେ ପ୍ରିପେଡ୍‌ କାର୍ଡ କ୍ୟାଶ୍‌ଲେସ୍‌, ଅନ୍‌ ଦି-ଗୋ ଟ୍ରାଞ୍ଜାକ୍ସନରେ ଏକ ନୂତନ ଦିଗ ଯୋଡ଼ିଛି ଏବଂ ଗ୍ରାହକଙ୍କ ପାଇଁ ସାର୍ବଜନୀନ ପରିବହନ ଅନୁଭୂତିରେ ଉନ୍ନତି ଆଣିବା ସମ୍ଭାବନା ରହିଛି। ଏକାଧିକ ବ୍ୟବହାର କେସ୍‌ ସହିତ କାର୍ଡ ଧାରକମାନଙ୍କୁ ବହୁ ସୁବିଧା, ନମନୀୟତା ଏବଂ ସୁରକ୍ଷା ପ୍ରଦାନ କରିଥାଏ।

ଏପରିକି ଉକ୍ତ କାର୍ଡଧାରୀମାନେ ବ୍ୟାଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଏକ ଉତ୍ସର୍ଗୀକୃତ ପୋର୍ଟାଲ ମାଧ୍ୟମରେ ଅନ୍‌ଲାଇନ ୱାଲେଟରେ ଟଙ୍କା ଲୋଡ୍‌-ପୁନଃ ଲୋଡ୍‌ କରିପାରିବେ। ଅଫ୍‌ଲାଇନ୍‌ ୱାଲେଟ୍‌ ପରିବହନ ସ୍ଥାନରେ ନିର୍ଦ୍ଦିଷ୍ଟ ଏନ୍‌ସିଏମ୍‌ସି ଟର୍ମିନାଲ୍‌ ଅପରେଟରରେ ପୁନଃ ଲୋଡ୍‌ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?