Posted inଜାତୀୟ

ପରିବାରବର୍ଗଙ୍କୁ ଫେରାଯିବ ଦୁଇ ବ୍ୟବସାୟୀଙ୍କ ଶବ

ଶ୍ରୀନଗର,୧୮।୧୧: ଜମ୍ମୁ-କଶ୍ମୀରର ହାଇଦରପୋରା କମ୍ପ୍ଲେକ୍ସରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀଙ୍କ ସହ ୨ ବ୍ୟବସାୟୀ ପ୍ରାଣ ହରାଇଥିଲେ। ଶ୍ରୀନଗର ପୋଲିସ ଉଭୟ ବ୍ୟବସାୟୀ (ମହମ୍ମଦ ଅଲତାଫ ଭଟ ଓ ଡ. ମୁଦାସିର ଗୁଲ)ଙ୍କୁ ଆତଙ୍କବାଦୀଙ୍କ ସହୟକ ବୋଲି କହିବା ସହ ସେମାନଙ୍କ ମୃତଦେହ ଫେରାଇବାକୁ ମନା କରି ଦେଇଥିଲା। କିନ୍ତୁ ପରିବାରବର୍ଗଙ୍କ ସହ ସ୍ଥାନୀୟ ଲୋକେ ପ୍ରବଳ ବିରୋଧ ପ୍ରଦର୍ଶନ ପରେ ଗୁରୁବାର ସନ୍ଧ୍ୟାରେ ଦୁଇ ବ୍ୟବସାୟୀଙ୍କ ମୃତଦେହ ଫେରାଇ ଦେବାକୁ ନିଷ୍ପତ୍ତି ନିଆଯାଇଛି। ମିଳିଥିବା ସୂଚନା ମୁତାବକ, କବରରୁ ଦୁହିଁଙ୍କ ମୃତଦେହ ବାହାର କରାଯାଇଛି। ପରବର୍ତ୍ତୀ ସମୟରେ ପରିବାରବର୍ଗକୁ ଶବ ହସ୍ତାନ୍ତର କରାଯିବ।

ପୂର୍ବରୁ ଉକ୍ତ ଏନ୍‌କାଉଣ୍ଟରର ମାଜିଷ୍ଟ୍ରେଟ୍‌ ସ୍ତରୀୟ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ରାଜ୍ୟପାଳ ମନୋଜ ସିହ୍ନା। ଶ୍ରୀନଗରର ଡେପୁଟି କମିଶନର ମହମ୍ମଦ ଏଜାଜ ଅସାଦଙ୍କୁ ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ୍‌ ଭାବେ ଏବଂ ଖୁର୍ଶିଦ ଅହମ୍ମଦ ଶାହାଙ୍କୁ ତଦନ୍ତ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri