ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ ରହୁଥିଲେ । ହେଲେ ହଠାତ୍ ମଧ୍ୟରାତ୍ରିରେ ସ୍ତ୍ରୀ ସ୍ବାମୀଙ୍କ ମୃତଦେହ ଜବତ ହୋଇଛି । ଅପରପକ୍ଷେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।

ଭିମାଖୋଲ ଛକରେ ସଙ୍କୀର୍ତ୍ତନ ଗହୀର ଏବଂ ସୁଭଦ୍ରା ଗହୀର ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ସୁଭଦ୍ରାଙ୍କ ବେକରେ ରଶି ଲଗାଇଥିବା ଅବସ୍ଥାରେ ଥିବା ବେଳେ ସ୍ୱାମୀ ଖଟରେ ଶୋଇଥିବା ଅବସ୍ଥାରେ ତାଙ୍କର ମୃତଦେହ ଜବତ ହୋଇଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ସ୍ପଷ୍ଟ ହୋଇପାରି ନାହିଁ । ଖଡ଼ିଆଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?