ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।

ମିଳିଥିବା ସୂଚନା ମୁତାବକ, ଉକ୍ତ ଦମ୍ପତି ମେଡିକାଲ କାମରେ କୋରାପୁଟ ଆସି ଶାନ୍ତି ଲଜ୍‌ରେ ରହିଥିଲେ। ପରେ ଲଜ୍‌ ରୁମ୍‌ରୁ ୨ଜଣଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଏହା ଆତ୍ମହତ୍ୟା ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି। ଦମ୍ପତିଙ୍କ ମୃତ୍ୟୁର କାରଣ ଏବେ ବି ଅସ୍ପଷ୍ଟ ରହିଛି। ତଦନ୍ତ ପରେ ଠିକ୍‌ ତଥ୍ୟ ଜଣାପଡ଼ିବ ବୋଲି କୋରାପୁଟ ଟାଉନ ଥାନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?