ଦୁଇ ନାବାଳକ ଭାଇଙ୍କ ମୃତଦେହ ଜବତ, ହତ୍ୟା ସନ୍ଦେହ

ନୟାଗଡ଼,୧୦ା୩(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଫତେଗଡ଼ ଥାନା ଧାନଚେଙ୍ଗଡ଼ା ଶିବମନ୍ଦିର ନିକଟସ୍ଥ ଏକ ବନ୍ଦ ଘରୁ ଦୁଇ ନାବାଳକ ଭାଇଙ୍କ ମୃତଦେହ ଜବତ ହୋଇଛି। ଫତେଗଡ଼ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଏହା ହତ୍ୟା ନା ଆତ୍ମହତ୍ୟା ଜଣାପଡ଼ିନି। ତେବେ ଏହା ହତ୍ୟାକାଣ୍ଡ ବୋଲି ଅଭିଯୋଗ ଉଠୁଛି।

ପ୍ରକାଶ ଯେ, ଧାନଚେଙ୍ଗଡ଼ା ଶିବ ମନ୍ଦିର ନିକଟରେ ଥିବା ଏକ ବନ୍ଦ ଘରୁ ଦୁର୍ଗନ୍ଧ ଆସିଥିଲା। ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି କବାଟ ଖୋଲିବା ବେଳେ ଦୁଇ ନାବାଳକଙ୍କ ମୃତଦେହ ପଡ଼ିଥିବାର ଦେଖିବାକୁ ମିଳିଥିଲା। ଏହାପରେ ମୃତଦେହକୁ ଜବତ କରାଯାଇ ବ୍ୟବଚ୍ଛେଦ ନିମନ୍ତେ ନିକଟସ୍ଥ ମେଡିକାଲକୁ ପଠାଯାଇଛି। ହେଲେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସ ପାରାୟଣ ନିମନ୍ତେ ପ୍ରସ୍ତୁତି ସଭା

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଶ୍ରୀ ରାମଦୟା ପରିଷଦ ଶାଖା ଆନୁକୂଲ୍ୟରେ ବଜାର ସିଂହଦ୍ଵାର ଛକଠାରେ ଆସନ୍ତା ଏପ୍ରିଲ ୧୮ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ନବଦିନାତ୍ମକ...

ଘୁମୁସର ବନଖଣ୍ଡକୁ ଜଗିବ ଏଆଇ କ୍ୟାମେରା: କାଠମାଫିଆ, ଶିକାରୀ ହେବେ ସାବାଡ଼

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ବନ୍ୟପ୍ରାଣୀ ଶିକାର ଏବଂ କାଠଚୋରି ରୋକିବା ପାଇଁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବୈଷୟିକ ଜ୍ଞାନ କୌଶଳର ସହାୟତା...

ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ଅଭିଯୋଗ: ନାଇଜେରୀୟ ନାଗରିକ ଗିରଫ

କଟକ, ୨୩।୩: କଟକର ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ମାମଲାରେ କମିଶନରେଟ୍ ପୋଲିସ ଜଣେ ନାଇଜେରୀୟ ନାଗରିକଙ୍କୁ ଗିରଫ କରିଛି। ଦିଲ୍ଲୀରେ ରହୁଥିବା...

ମୁଖ୍ୟମନ୍ତ୍ରୀଙ୍କ ଗାଁ ଧାନମଣ୍ଡି ନିରୀକ୍ଷଣ କଲେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶର ସାହୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଗାଁ ଧାନମଣ୍ଡି ପଳାଶପଙ୍ଗା ସେବା...

ଏପ୍ରିଲ ୨ରେ ଖଡ଼ିଛୁଆଁ: ପ୍ରବେଶ ଉତ୍ସବ ନେଇ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ

କୋରାପୁଟ,୨୩ା୩(ଅମିତାଭ ବେହେରା): ଆସନ୍ତା ଏପ୍ରିଲ ୨ରେ ଆରମ୍ଭ ହେବାକୁ ଥିବା ଖଡ଼ି ଛୁଆଁ ଏବଂ ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ବଣ୍ଟନ ଆରମ୍ଭ ହୋଇଯାଇଛି।...

ବହି ଗୋଦାମରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବହି

ଜଗତସିଂହପୁର,୨୩।୩: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ...

ଟାଙ୍ଗଣାପଲ୍ଲୀ ପଞ୍ଚାୟତରେ ଭାଜପାର ମିଶ୍ରଣ ପର୍ବ; ଦଳ ଛାଡି…

ଛତ୍ରପୁର, ୨୩।୩( ଦିଲୀପ ସାମଲ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଟ ବଗଡ଼ ଗ୍ରାମ ନିକଟରେ ଭାଜପାର ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ବିଧାୟକ...

ପିପିଲିରେ ଲଜ୍ଜା: ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ପିପିଲି,୨୩ା୩(ପ୍ରଭାତ କୁମାର ମହାପାତ୍ର): ପୁରୀ ଜିଲା ପିପିଲିରୁ ଏକ ଲଜ୍ଜା ଜନକ ଘଟଣା ସାମ୍‌ନାକୁ ଆସିଛି। ଜଣେ ନବମ ଶ୍ରେଣୀ ଛାତ୍ରୀ ୫ ମାସର ଗର୍ଭବତୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri