ଗଛରୁ ମିଳିଲା ଝୁଲନ୍ତା ମୃତଦେହ

ଛତ୍ରପୁର,୨୪ା୭(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଚିକଲଖଣ୍ଡି ଗାଁ ନିକଟରେ ଏକ ଗଛରୁ ପୋଲିସ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ହେଲେ ମୃତକଙ୍କ ପରିଚୟ ମିଳି ନ ଥିବା ଆଇଆଇସି ସତ୍ୟ ରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ମୃତଦେହଟି ପଚି ନଷ୍ଟ ହୋଇଯାଇଛି। ବ୍ୟକ୍ତି ଜଣକ ବେକରେ ଦଉଡି ବାନ୍ଧି ଗଛରେ ଝୁଲି ପଡ଼ିଥିବା ସନ୍ଦେହ କରାଯାଉଛି। ପୋଲିସ ସାଇଣ୍ଟିଫିକ ଟିମ ଓ ସନ୍ଧାନୀ କୁକୁର ନେଇ ତଦନ୍ତ କରାଯାଇଥିଲେ ମଧ୍ୟ କୌଣସି ସୁରାକ ମିଳିନି।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷଣ ବାତ୍ୟାରେ ପରିଣତ ହେବ ‘ଅକ୍ୱାନ’: IMD ଦେଲା ଚେତାବନୀ

ଭୁବନେଶ୍ୱର, ୧୫ା୧୧(ବନ୍ଦନା ସେଠୀ): ଦକ୍ଷିଣ-ପୂର୍ୱ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧୀରେ ଧୀରେ ଶକ୍ତିଶାଳୀ ହେବାରେ ଲାଗିଛି। ଏହା ୧୬ ତାରିଖ ସୋମବାର ସନ୍ଧ୍ୟା ସୁଦ୍ଧା ଦକ୍ଷିଣ…

ସବୁ ଯୋଗ୍ୟଙ୍କ ମୁଣ୍ଡ ଉପରେ ପକ୍କା ଛାତ ପ୍ରାଥମିକତା, ଓଡ଼ିଶାକୁ ମିଳିଲା ୧ ଲକ୍ଷ ଅଧିକ ଆବାସ

ବଲାଙ୍ଗୀର, ୧୫ା୧୧ (ବୀରେନ୍ଦ୍ର କୁମାର ଝାଙ୍କର): ସବୁ ଯୋଗ୍ୟ ହିତାଧିକାରୀଙ୍କ ମୁଣ୍ଡ ଉପରେ ପକ୍କା ଛାତ ଯୋଗାଇ ଦେବା ରାଜ୍ୟ ସରକାରଙ୍କ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ ମୋହନ…

ରବିନ୍ଦ୍ର ଜାଡେଜାଙ୍କୁ ଖୋଜିଥିବା କୋଚ୍‌ଙ୍କଠାରୁ ଶିଖିଥିଲେ କ୍ରିକେଟ, ଏବେ ପାକିସ୍ତାନଠାରୁ ବିଜୟ ଛଡ଼ାଇ ଆଣି ଚର୍ଚ୍ଚାରେ Mohit Ulva

ନୂଆଦିଲ୍ଲୀ,୧୪।୧୧: ଭାରତ ଏବଂ ପାକିସ୍ତାନ କ୍ରିକେଟ୍ କହିଲେ ସାଧାରଣତଃ ସିନିୟର୍ ପୁରୁଷ କ୍ରିକେଟ୍ ଦଳର ମୁକାବିଲାକୁ ବୁଝାଯାଏ, କିନ୍ତୁ ଆଗାମୀ ଦିନରେ ଅଣ୍ଡର-୧୯ ଏସିଆ କପ୍ ୨୦୨୬ର…

ଲୁଚାଇ ରଖିଥିଲେ ମାଓବାଦୀ: ମାଟିତଳୁ ମିଳିଲା ବିସ୍ଫୋରକ

ନୂଆପଡ଼ା,୧୪ା୧୧ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ଥାନା ଅନ୍ତର୍ଗତ ପାଟଧରା ଓ ଗର୍ଜନପାଣି ସଂରକ୍ଷିତ ଜଙ୍ଗଲରେ କେତେଜଣ ଯବାନଙ୍କ ସହ ମାଓବାଦୀ ନିହତ ହୋଇଥିଲେ। ହେଲେ…

ବନ୍ୟା ପ୍ରଭାବିତ ଗ୍ରାମରେ ପହଞ୍ଚିଲା ସହାୟତା

ଦିଗପହଣ୍ଡି,୧୪।୧୧(ଅଶେଷ ନାଥ ମିଶ୍ର): ଶ୍ରୀ ଶ୍ରୀ ଠାକୁର ନିଗମାନନ୍ଦ ସରସ୍ବତୀ ଦେବଙ୍କ ଦ୍ୱାରା ପୁରୀଠାରେ ପ୍ରତିଷ୍ଠିତ ନୀଳାଚଳ ସାରସ୍ବତ ସଙ୍ଘ କେନ୍ଦ୍ର ଆସନ ମନ୍ଦିର ବୀରତୁଙ୍ଗ ସହାୟତାରେ…

ଜୟପୁରରେ ବଡ଼ ଧରଣର ଲୁଟ୍‌

ଜୟପୁର,୧୪ା୧୧(ପବନ ପାଣିଗ୍ରାହୀ)- କୋରାପୁଟ ଜିଲା ଜୟପୁର ସହରରେ ଜଣକ ଘର ଭିତରେ ପଶି ମାରଣାସ୍ତ୍ର ଦେଖାଇ ଦୁର୍ବୃତ୍ତମାନେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା ସହ ୧୮ ଲକ୍ଷ…

ଅଟୋକୁ ପଛପଟୁ ପିଟିଲା ଦ୍ରୁତଗାମୀ କାର; ୪ ଶିଶୁଙ୍କ ସମେତ ୧୩ ଯାତ୍ରୀ ଆହତ, ଦୁଇଜଣଙ୍କ ଅବସ୍ଥା…

ଛତ୍ରପୁର, ୧୪।୧୧(ପ୍ରଶାନ୍ତ କୁମାର ମିଶ୍ର / ଦିଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଗଣ୍ଡାପଲ୍ଲୀ ନିକଟରେ ଶନିବାର ରାତିରେ…

ଫୋନ୍‌ ଟ୍ୟାପିଂ ଅଭିଯୋଗ ଉପରେ ସାମ୍‌ ପିତ୍ରୋଡାଙ୍କ ବଡ଼ ବୟାନ: ପ୍ରଧାନମନ୍ତ୍ରୀ ଏପରି…

ନୂଆଦିଲ୍ଲୀ,୧୪ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଫୋନ୍‌କୁ ଟ୍ୟାପିଂ କରିଥିତ୍ବା ନେଇ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଅଭିଯୋଗ ରାଜନୈତିକ ଝଡ଼ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?