ଟ୍ରେନ୍‌ଲାଇନରୁ ମିଳିଲା ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

ଭଣ୍ଡାରିପୋଖରୀ,୧୫।୯(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ ରେଳ ଧାରଣାରୁ ଗୁରୁବାର ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ରେଲଓ୍ବେ ପୋଲିସ ଜବତ କରିଛି। ହେଲେ ମହିଳାଙ୍କ ପରିଚୟ ମିଳିପାରି ନାହିଁ।

ମିଳିଥିବା ସୂଚନା ଅନୁଯାୟୀ, ଚୁଆଗଡିଆ ଦେଇ ଯାଇଥିବା ରେଳଧାରଣା ଉପରେ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏ ସମ୍ପର୍କରେ ଖବର ପାଇ ରେଲଓ୍ବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ମୃତଦେହ ପଡିଥିବା କିଛି ଦୂରରୁ ମହିଳାଙ୍କ ମୁଣ୍ଡ ମଳିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ପଠାଇଛି। ଏନେଇ ରେଲଓ୍ବେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାମୁଣ୍ଡାଇରେ ବଢୁଛି ନକଲି ଔଷଧ କାରବାର

ପଟ୍ଟାମୁଣ୍ଡାଇ,୧୧।୧୦ (ସ୍ବ.ପ୍ର.):ରୋଗରୁ ଆରୋଗ୍ୟ ଲାଭ ପାଇଁ ମନୁଷ୍ୟ ସେବନ କରୁଥିବା ଔଷଧ ଏବେ ମୃତ୍ୟୁର କାରଣ ସାଜିପାରେ ଏହା କେହି କଳ୍ପନାରେ ସୁଦ୍ଧା ଭାବି ପାରିବେ...

ପୁଣି କଟକରୁ ଜବତ ହେଲା ନକଲି ଔଷଧ

କଟକ ଅଫିସ, ୧୯।୯: କଟକରୁ ସୋମବାର ପୁଣି ନକଲି ଔଷଧ ଜବତ ହୋଇଛି। ନକଲି ଟେଲ୍ମା-୪୦ ଔଷଧ ଜବତ ହୋଇଛି । ପୁରୀ ଘାଟ ଥାନା...

ଦାସିଆ ଅଜାଙ୍କ ସଂଗ୍ରହାଳୟରେ ଚନ୍ଦ୍ରପୃଷ୍ଠର ପଥର

ନୂଆଗାଁ,୧୮ା୯ (ଡି.ଏନ.ଏ.): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଚନ୍ଦ୍ରୟାନ -୨କୁ ଚନ୍ଦ୍ରପୃଷ୍ଠରେ ଅବତରଣ କରି ଚନ୍ଦ୍ରରେ ଥିବା ଅନେକ ତଥ୍ୟ ଉନ୍ମୋଚନ କରି ମହାକାଶ...

ମଜୁରି ନ ଦେବା ଦିନେଶଙ୍କ ପାଇଁ କାଳ ହେଲା

ମହାକାଳପଡ଼ା,୩୦ା୧୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ଖରିନାସୀ ମୁଖ୍ୟ ରାସ୍ତାପାଶର୍‌ବ ମା’ମନସା ଜ୍ୟୋତି ବୈଦ୍ୟ ଫ୍ଲାଏ ଆଶ୍‌ ଇଟା...

ମରଣାନ୍ତକ ଆକ୍ରମଣ ମାମଲାରେ ୫ବର୍ଷ ଜେଲ

କେନ୍ଦୁଝର,୧୦ା୩ (ସ୍ବ.ପ୍ର.):  କେନ୍ଦୁଝର ଚିଫ ଜୁଡିସିଆଲ ମାଜିଷ୍ଟ୍ରେଟ ରଞ୍ଜୁଲତା ଲେଙ୍କା ଏକ ମରଣାନ୍ତକ ଆକ୍ରମଣ ଘଟଣାର ବୁଧବାର ରାୟ ଶୁଣାଇ ଅଭିଯୁକ୍ତ ଲଛମନ ପରିଡାଙ୍କୁ ୫ବର୍ଷ ସଶ୍ରମ...

ଛତୁଆ ପ୍ୟାକେଟ୍‌ରୁ ୮ଶହ ଗ୍ରାମ୍‌ ଗାଏବ

ବାଲେଶ୍ୱର ଅଫିସ,୩।୩: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସଜନାଗଡ଼ ପଞ୍ଚାୟତ ଅଧୀନ ବିଭିନ୍ନ ଆଦିବାସୀ ହରିଜନ ଗ୍ରାମରେ ଶିଶୁ, ପ୍ରସୂତି, ଗର୍ଭବତୀଙ୍କ ସ୍ବାସ୍ଥ୍ୟ ନିମନ୍ତେ...

ନିଶା କବଳରେ ଯୁବପିଢ଼ି

ଖୋର୍ଦ୍ଧା ଅଫିସ,୨୬ା୧୧: ଖୋର୍ଦ୍ଧାରେ ନିଶା କାରବାର ବଢିଚାଲିଛି। ସହରରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଚେର ଲମ୍ବିଛି। ବାଲେଶ୍ୱର, ଭୁବନେଶ୍ୱର ପ୍ରଭୃତି ସ୍ଥାନରୁ ବ୍ରାଉନସୁଗାର ଆସୁଛି। ବିଶେଷକରି ବେକାର...

ଶାଗ ତୋଳିବାକୁ ଯାଇଥିବା ବେଳେ ଆଈ, ନାତୁଣୀଙ୍କୁ ଦଳିଦେଲା ଦନ୍ତା

ବିଶୋଇ,୮।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ବଣ୍ୟପ୍ରାଣୀ ରେଞ୍ଜ ଅନ୍ତର୍ଗତ ସ୍ଥାନୀୟ ଟୁଙ୍ଗୁରୁ ସଂରକ୍ଷିତ ଜଙ୍ଗଲରେ ଶନିବାର ଏକ ଦନ୍ତା ହାତୀ ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ...

Advertisement
Archives

Model This Week