କ୍ଷେତରୁ ମିଳିଲା ନବଜାତ ଶିଶୁର ମୃତଦେହ

ଟିକିରି,୯।୧୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ସଦରସ୍ଥିତ ନୂଆସାହି ନିକଟ ଜମିରୁ ଏକ ନବଜାତ ଶିଶୁର ମୃତଦେହ ଜବତ କରାଯାଇଛି। ଏ ନେଇ କାଶୀପୁର ଥାନାରେ ଏକ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଚାଲିଛି। ସୂଚନା ଅନୁଯାୟୀ, ଜମିରେ ନବଜାତ ଶିଶୁର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। କାଶୀପୁର ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରିଛି। ତେବେ ଶିଶୁଟିକୁ ଜମିରେ କିଏ ଏବଂ କାହିଁକି ଫୋପାଡ଼ିଛି ତାହା ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁନର୍ଗଠିତ ହେବ ଓଡ଼ିଶା ସମବାୟ ସେବାବର୍ଗ

ଭୁବନେଶ୍ବର,୨୩ା୯(ବ୍ୟୁରୋ): ଓଡିଶା ସମବାୟ ସେବାବର୍ଗ ହେଉଛି ଓଡିଶା ପ୍ରଶାସନିକ ସେବାବର୍ଗର ଗୋଟିଏ ଅଂଶ। ବର୍ତ୍ତମାନ ନିବନ୍ଧକ ସମବାୟ ସମିତି ସମୂହ, ଓଡିଶାଙ୍କ କାର୍ଯ୍ୟଭାର, ଦାୟିତ୍ୱ ଓ...

ମହିଳା କର୍ମଚାରୀଙ୍କୁ ନିର୍ଯାତନା ଘଟଣା: ଫରେଷ୍ଟର ଗିରଫ

ଚୌଦ୍ୱାର,୧୪ା୯(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଶୁକ୍ରବାର ଚୌଦ୍ୱାର ପୋଲିସ ଫରେଷ୍ଟର ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।...

କେରଳ, ମଧ୍ୟପ୍ରଦେଶରେ ଫସିଛନ୍ତି ୧୫୦ ଶ୍ରମିକ

ରଣପୁର, ୧୮ା୫ (ସ୍ବ.ପ୍ର.): ଲକ୍‌ଡାଉନ ଯୋଗୁ ରଣପୁର ବ୍ଲକ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଶ୍ରମିକ କେରଳ ଓ ମଧ୍ୟପ୍ରଦେଶରେ ଫସିରହିଛନ୍ତି। କେରଳ ରାଜ୍ୟର ତ୍ରିବେନ୍ଦ୍ର ହାଉସିଂ...

କପିଳାସ ହେବ ଗ୍ରୀନ୍‌ କରିଡର

ଢେଙ୍କାନାଳ ଅଫିସ, ୩।୨ – ପ୍ରସିଦ୍ଧ ଶୈବପୀଠ କପିଳାସ ହେବ ଗ୍ରୀନ୍‌ କରିଡର। ମନ୍ଦିର ପରିସର ସମେତ ଆଖପାଖ ଅଞ୍ଚଳକୁ ମାର୍ଚ୍ଚ ୧ ସୁଦ୍ଧା ପ୍ଲାଷ୍ଟିକ...

ଲିଙ୍ଗରାଜ ମନ୍ଦିରରେ ଫାଟ, ଗଳୁଛି ବର୍ଷା ପାଣି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଲିଙ୍ଗରାଜ ଦଧିନଉତିରେ ସୃଷ୍ଟି ହୋଇଛି ଫାଟ। ମୁଖ୍ୟ ମନ୍ଦିରରେ ଫାଟ ହୋଇଥିବାରୁ ବର୍ଷା ପାଣି ଗଳୁଛି। ପାର୍ବତୀ ମନ୍ଦିର, ଜଗମୋହନ, ରୋଷଶାଳା ଓ ଭୋଗ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଲଗାଇଲେ ନିଆଁ: ମାଛପଡ଼ା ଗ୍ରାମରେ ୨୧ ବଖରା ଭସ୍ମ; ୨ ଅଟକ, ପୋଲିସ ଆହତ

ଡେଲାଙ୍ଗ,୧୨ା୧୧(ଡି.ଏନ.ଏ.)- ଡେଲାଙ୍ଗ ଥାନା ଅଧୀନସ୍ଥ ଗୁଆଳିପଡା ପଞ୍ଚାୟତର ମାଛପଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୦...

କାମରେ ଲାଗୁନି ସରକାରୀ ଅର୍ଥ

ଯାଜପୁର ଅଫିସ,୨୯ା୧୦:ରାଜ୍ୟ ଗ୍ରାମ୍ୟ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀମାନଙ୍କ ପାଖରେ ଗତ ୧୯ ତାରିଖ ସୁଦ୍ଧା ୧୨ କୋଟି ୨ ଲକ୍ଷ ୪ ହଜାର ଟଙ୍କା...

କଂଗ୍ରେସ ନେତାଙ୍କ ଗାଡ଼ି ଜାଳି ଦେଲେ

ନବରଙ୍ଗପୁର/କୋଡ଼ିଙ୍ଗା,୨୦।୨(ବି.ପ୍ର./ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ କୋଡ଼ିଙ୍ଗା ଥାନା ଅଧୀନ ଡଙ୍ଗରା ଗାଁର ବ୍ୟବସାୟୀ ତଥା କଂଗ୍ରେସ ନେତା କେ. ଝାଡେଶ୍ୱର ରାଓଙ୍କ ଘର ବାଉଣ୍ଡାରିରେ...

Advertisement
Archives

Model This Week