କଲରାପତରିଆ ବାଘର ମୃତଦେହ ଠାବ: ଶିମିଳିପାଳ ଅଭୟାରଣ୍ୟରୁ ଖସି ଆସି…

ନୀଳଗିରି,୧୨।୫(ପ୍ରଶାନ୍ତ କୁମାର ବିଶ୍ବାଳ)ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ମୃତଦେହ ଠାବ। ସୋମବାର ବିଳମ୍ବିତ ରାତିରେ ବାଘଟି କୁଳଡିହା କିମ୍ବା ଶିମିଳିପାଳ ଅଭୟାରଣ୍ୟରୁ ଖସି ଆସି ନୀଳଗିରି ରେଞ୍ଜରେ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ମଙ୍ଗଳବାର ସକାଳେ ବାଘ ଗର୍ଜନ ଶୁଣି ସ୍ଥାନୀୟ ଅଧିବାସୀ ସେଠାରେ ପହଞ୍ଚିଥିଲେ। ବନବିଭାଗ କର୍ମଚାରୀ ଓ ଅଧିକାରୀ ସେଠାରେ ମୃତୟନ ଥିବା ସୂଚନା ମିଳିଛି।

 

Dharitri – Odisha’s No.1 Odia Daily

 

Share