ଘରୁ ମିଳିଲା ବିବାହିତ ଯୁବକ, ନାବାଳିକାଙ୍କ ମୃତଦେହ

ରାୟଗଡ଼ା ଅଫିସ,୨୮।୧୨: ବନ୍ଦ କୋଠରିରୁ ଜଣେ ବିବାହିତ ଯୁବକ ଓ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ରାୟଗଡ଼ା ପୋଲିସ ଜବତ କରିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପ୍ରେମ ବ୍ୟାପାରରୁ ଉଭୟେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତ ପରେ ପୋଲିସ ସନ୍ଦେହ କରୁଛି। ମୃତ ଯୁବକଙ୍କ ନାମ ରାହୁଲ କୌଶଲ୍ୟା (୨୬)।
ସୂଚନାନୁଯାୟୀ, ନାବାଳିକା ଜଣକ ଟ୍ୟୁଶନ ଯିବାକୁ କହି ମଙ୍ଗଳବାର ଘରୁ ବାହାରିଥିଲେ। ଟ୍ୟୁଶନ ସାରି ଘରକୁ ନ ଫେରିବାରୁ ପରିବାର ଲୋକେ ଟ୍ୟୁଶନ ସାର୍‌ଙ୍କୁ ଯୋଗାଯୋଗ କରିଥିଲେ। ନାବାଳିକା ଜଣକ ଟ୍ୟୁଶନ ଆସି ନ ଥିବା ତାଙ୍କ ଶିକ୍ଷକ କହିଥିଲେ। ରାହୁଲଙ୍କ ଘରୁ ଉଭୟଙ୍କ ଝୁଲନ୍ତା ମୃତଦେହ ମିଳିବା କଥା ତାଙ୍କ ପଡ଼ୋଶୀମାନେ ନାବାଳିକାଙ୍କ ଘର ଲୋକ ଓ ପୋଲିସକୁ ଜଣାଇଥିଲେ। ପୋଲିସ ମୃତଦେହ ଜବତ କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ସୂଚନାନୁଯାୟୀ, ସ୍ବାମୀଙ୍କର ଅନ୍ୟତ୍ର ପ୍ରେମ ସମ୍ପର୍କ ଥିବା ରାହୁଲଙ୍କ ସ୍ତ୍ରୀ ସନ୍ଦେହ କରି ୩ମାସ ହେବ ଘର ଛାଡ଼ି ବାପଘରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକ ବସିଛନ୍ତି, ଜେସିବି ଖୋଳୁଛି ବନ୍ଧ

ଦଶମନ୍ତପୁର,୧୪ା୬( ଡ଼ି.ଏନ.ଏ.)- ଶ୍ରମିକଙ୍କ ଜୀବିକା ନିର୍ବାହ ଲାଗି ସରକାର ବିଭିନ୍ନ ଯୋଜନାରେ କାର୍ଯ୍ୟ ଯୋଗାଇ ଦେବାକୁ ଉଦ୍ୟମ ଜାରି ରଖିଛନ୍ତି। ମାତ୍ର କୋରାପୁଟ ଜିଲା ଦଶମନ୍ତପୁରରେ...

ମହାପ୍ରଭୁଙ୍କ ମାମୁଘର ବିବାଦ: ଶାସ୍ତ୍ର, ପୁରାଣ, ସ୍ବତ୍ବଲିପିରେ ଉଲ୍ଲେଖ ନାହିଁ

ପୁରୀ ଅଫିସ, ୨୧।୧୧: ମହାପ୍ରଭୁଙ୍କ ମାମୁଘର ନେଇ ସୃଷ୍ଟି ହୋଇଛି ନୂଆ ବିବାଦ। ପ୍ରଥମାଷ୍ଟମୀ ଅବସରରେ ମଙ୍ଗଳବାର ନିଆଳି ମାଧବରୁ ପୋଢୁଅଁ। ଭାର ମହାପ୍ରଭୁଙ୍କ ପାଇଁ...

ବଜ୍ରଘାତରେ ମନ୍ଦିରରେ ଫାଟ

ଭଦ୍ରକ ଅଫିସ,୩୦।୪: ଭଦ୍ରକ ବ୍ଲକ ଅର୍ନ୍ତଗତ ବେନ୍ତାଳ ପଞ୍ଚାୟତର ଗୋପାଳ ବିନ୍ଧା ଗ୍ରାମର ହନୁମାନ ମନ୍ଦିରରେ ଫାଟ ସୃଷ୍ଟି ହୋଇଛି। ବୁଧବାର ସନ୍ଧ୍ୟାରେ ହୋଇଥିବା କାଳବୈଶାଖୀ...

ବସ୍‌ ଧକ୍କାରେ ସାଇକେଲ ଆରୋହୀ ଗୁରୁତର : କଟକ ସ୍ଥାନାନ୍ତର

ଆନନ୍ଦପୁର,୧୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ବୀରଗୋବିନ୍ଦପୁରଠାରେ ଗୁରୁବାର ପୂର୍ବାହ୍ନରେ ଗୋଟିଏ ଘରୋଇ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀ...

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ ବର୍ଷ ଜେଲ

ଚମ୍ପୁଆ, ୩୦ା୯(ଡି.ଏନ.ଏ.)-ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଥିଲା । ସେହି ମାମଲାର ବିଚାର କରି ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ ଅଭିଯୁକ୍ତ ଦୋଳ ଗୋବିନ୍ଦ ବାରିକଙ୍କୁ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୮୭୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୯ା୪(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ରଥଖଳାରେ ରଥ ଓ ପଥ ପ୍ରସ୍ତୁତ। ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସବୁ...

ସହାୟତା ଅପେକ୍ଷାରେ ଚିନ୍ତାମଣି

ହାଟଡିହୀ,୨୮l୧୧(ଡି.ଏନ.ଏ.): ଭାରି କଷ୍ଟ ହେଉଛି। ସିଧା ହୋଇ ଠିଆ ହୋଇ ପାରୁନି କି ପେଟେଇ ଏବଂ କଡ଼ ଲେଉଟେଇ ଶୋଇ ପାରୁନି। ସବୁବେଳେ ଯନ୍ତ୍ରଣା ହେଉଛି...

Advertisement
Archives

Model This Week