ନଦୀପଠାରୁ ମିଳିଲା ଯୁବତୀଙ୍କ ମୃତଦେହ

ରାଇଘର,୩୧।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ଥାନା ଅଧୀନ ଦେବଗାଁ ପଞ୍ଚାୟତର କୁରବେଲା ଗ୍ରାମ ନିକଟସ୍ଥ ନଦୀ ପଠାରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ନଦୀକୁ ଗାଧେଇବାକୁ ଯାଇଥିବା କେତେଜଣ ବ୍ୟକ୍ତି ମୃତଦେହ ଦେଖି ରାଇଘର ପୋଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ରାଇଘର ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ଏପରିକି ସାଇଣ୍ଟିଫିକ୍‌ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଯୁବତୀଙ୍କ ପରିଚୟ ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri