ଟ୍ରେନ୍‌ଲାଇନ୍‌ରୁ ମିଳିଲା ହୋମ୍‌ଗାର୍ଡଙ୍କ ମୃତଦେହ

ରାୟଗଡ଼ା,୧୮ା୧୨: ରାୟଗଡ଼ା ଷ୍ଟେଶନର ୫୦ ମିଟର ପୂର୍ବରୁ ଟ୍ରେନ୍‌ଲାଇନ୍‌ରୁ ଜଣେ ହୋମ୍‌ଗାର୍ଡଙ୍କ ମୃତଦେହ ମିଳିଛି। ରବିବାର ରାତିରେ ଏ ନେଇ ଖବର ପ୍ରଚାରିତ ହେବା ପରେ ରେଳ ବିଭାଗ କର୍ତ୍ତୃପକ୍ଷ, ରାୟଗଡ଼ା ଏସ୍‌ପି ବିବେକାନନ୍ଦ ଶର୍ମା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ତେବେ ଏହା ଆତ୍ମହତ୍ୟା ନା ହତ୍ୟା ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମୃତକ ଜଣକ ହେଲେ ହୋମଗାର୍ଡ ଈଶ୍ବର ରାଓ । ସେ ଏସ୍‌ପିଙ୍କ ରେସିଡେନ୍ସ ଅଫିସରେ ନିୟୋଜିତ ଥିଲେ।

ରାୟଗଡ଼ାରେ ନିଜ ପରିବାର ସହ ରହୁଥିବା ଈଶ୍ୱର ଛୁଟି ନେଇ ଗତ ୩ ଦିନ ହେବ ସମ୍ପର୍କୀୟଙ୍କ ଦଶାହରେ ଯୋଗ ଦେବାକୁ ଏକା ଯାଇଥିଲେ। ସେଠାରୁ ଗତ ରାତିରେ ସେ ରାୟଗଡ଼ା ଫେରୁଥିବା ବେଳେ ରେଳଲାଇନ୍‌ରୁ ତାଙ୍କ ମୃତଦେହ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri